The Ultimate Managed Hosting Platform
ADVERTISEMENT

ଫସଲ କ୍ଷୟକ୍ଷତି ଆକଳନ ଅବଧି ଆଉ ଗୋଟିଏ ଦିନ ବଢାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଫସଲ କ୍ଷୟକ୍ଷତି ଆକଳନ ଅବଧି ଆଉ ଗୋଟିଏ ଦିନ ବଢାଇଲେ ମୁଖ୍ୟମନ୍ତ୍ରୀ । ୨୦ ତାରିଖ ଠାରୁ ୨ ଥର ଲଘୁଚାପ ଜନିତ ବର୍ଷା ହୋଇଛି । ଧାନ ବ୍ୟତୀତ ପରିବା, କପାଚାଷର ମଧ୍ୟ କ୍ଷତି ଆକଳନ କରାଯିବ । ଗତକାଲି ଗ୍ରାଉଣ୍ଡରେ ସ୍ଥିତି ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷା ଯୋଗୁଁ କ୍ଷୟକ୍ଷତି ହୋଇଥିବା ଅଞ୍ଚଳ ବୁଲି ଦେଖିଥିଲେ ଉପମୁଖ୍ୟମନ୍ତ୍ରୀ ଓ ଅନ୍ୟ ମନ୍ତ୍ରୀ। ନୟାଗଡ଼, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ଗାଁ ବୁଲି ସରଜମିନ ତଦନ୍ତ କରାଯାଇଛି । ୩ ଜିଲ୍ଲା ସମେତ ରାଜ୍ୟର ଅନେକ ଜିଲ୍ଲାରେ ଫସଲ କ୍ଷତି ହୋଇଛି । ସ୍ଥିତି ଅନୁଧ୍ୟାନ ପରେ ଫସଲ କ୍ଷୟକ୍ଷତି ଆକଳନର ଅବଧି ଆଉ ଗୋଟିଏ ଦିନ ବଢିଛି । ଆସନ୍ତାକାଲି କ୍ଷୟକ୍ଷତି ରିପୋର୍ଟ ଆସିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login