The Ultimate Managed Hosting Platform
ADVERTISEMENT

ଗାଁ ଭିତରେ ଦୁଇ ଦନ୍ତାଙ୍କ ଉତ୍ପାତ

Facebook
Twitter
LinkedIn

ଢେଙ୍କାନାଳ : ଗାଁ ଭିତରେ ଦୁଇ ଦନ୍ତାଙ୍କ ଉତ୍ପାତ । ଢେଙ୍କାନାଳ ବନଖଣ୍ଡ ଜିରାଳ ଫରେଷ୍ଟ ସେକ୍ସନରେ ଥିବା ଜିରାଳ ଗାଁ ଓ ବଜାରରେ ଦନ୍ତା ଆତଙ୍କ । ଗାଁ ଭିତରେ ଓ ବଜାରରେ ବୁଲିଲେ ଦୁଇ ଦନ୍ତା । ଆଜି ଭୋର ସମୟରେ ଜିରାଳ ଗାଁ ଓ ବଜାର ମଧ୍ୟରେ ଦୁଇଟି ଦନ୍ତାହାତୀ ବୁଲୁଥିବାର ଦେଖାଦେଇଥିଲା । ସ୍ଥାନୀୟ ଜଙ୍ଗଲରୁ ହାତୀ ଦୁଇଟି ଗାଁ ଭିତରେ ପଶି ଦୀର୍ଘ ସମୟ ଧରି ଆତଙ୍କ ଖେଳାଇଥିଲେ । ସ୍ଥାନୀୟ ବାସିନ୍ଦା ଆତଙ୍କିତ ହୋଇଥିବା ବେଳେ ହାତୀ ଘଉଡ଼ାଇବାକୁ ଯାଇ ଜଣେ ଗ୍ରାମବାସୀ ଆହତ ହୋଇଛନ୍ତି । ଖବରପାଇ ବନବିଭାଗ ପହଞ୍ଚି ଗ୍ରାମବାସୀଙ୍କ ସହଯୋଗରେ ଦୁଇ ଦନ୍ତାକୁ ନିକଟସ୍ଥ ଜଙ୍ଗଲକୁ ଘଉଡ଼ାଇ ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login