The Ultimate Managed Hosting Platform
ADVERTISEMENT

ବଦଳିବ ହେଲଥ୍ କାର୍ଡ ଲୋଗୋ, ଖୁବଶୀଘ୍ର ମିଳିବ ଆୟୁଷ୍ମାନ କାର୍ଡ ; ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

Facebook
Twitter
LinkedIn

ଭୁବନେଶ୍ୱର : ବଦଳିବ ହେଲଥ୍ କାର୍ଡ ଲୋଗୋ । ଆୟୁଷ୍ମାନ କାର୍ଡ ଖୁବଶୀଘ୍ର ବଣ୍ଟନ ହେବ । ଏଥିପାଇଁ ପୁରା ପ୍ରକିୟା ଜାରି ରହିଛି। ୩.୫ କୋଟି ଲୋକଙ୍କୁ ଦିଆଯିବ ଏହି କାର୍ଡ। ଏନେଇ ଘୋଷଣା କରିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଗୋଟିଏ ଆକାଉଣ୍ଟରେ ରହିବ ରୋଗୀଙ୍କ ସମସ୍ତ ପୂର୍ବ ଡାଟା । ଖୁବଶୀଘ୍ର ସରକାର ଲାଗୁ କରିବାକୁ ଯାଉଛନ୍ତି ନ୍ୟାସନାଲ ଡିଜିଟାଲ ହେଲଥ ମିଶନ । ନ୍ୟାସନାଲ ହେଲଥ ଅଥରିଟି ଅଣ୍ଡରରେ ରହିବ ଏହି କାର୍ଡ । ଏହି କାର୍ଡର ନାମ ରହିବ ଆୟୁଷ୍ମାନ ଭାରତ ହେଲଥ ଆକାଉଣ୍ଟ । କ୍ୟୁ ଆର କୋଡ୍ ସ୍କାନ କଲେ ପୂର୍ବ ରୋଗ ସମ୍ବନ୍ଧୀୟ ସବୁ ଡାଟା ପାଇହେବ । ନ୍ୟାସନାଲ ଡିଜିଟାଲ ହେଲାଥ ମିଶନ ଅନୁଯାୟୀ ଏହା ପାଇହେବ । ଅନଲାଇନରେ ଏହି କାର୍ଡ ପାଇଁ ଆବେଦନ କରିହେବ । ଆୟୁଷ୍ମାନ ଭାରତ ସହିତ ମିଳିବ ଏହି କାର୍ଡ । ଫେବୃଆରୀ ପୂର୍ବରୁ କାର୍ଡ ବାଣ୍ଟିବା ନେଇ ଯୋଜନା କରୁଛନ୍ତି ସରକାର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login