The Ultimate Managed Hosting Platform
ADVERTISEMENT

କାଲିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Facebook
Twitter
LinkedIn

ପୁରୀ : ଆସନ୍ତାକାଲିଠୁ ପୁଣି ଆରମ୍ଭ ହେବ ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ। ରତ୍ନ ଭଣ୍ଡାର ଭିତରେ ୨୦ ଫୁଟ ଉଚ୍ଚର ଲୁହା ଭାରା ବନ୍ଧାଯାଇ ଡି ପ୍ଲାଷ୍ଟରିଂ ବା ଚୂନ ଛଡ଼ାଇବା କାର୍ୟ୍ୟ କରାଯାଇଥିଲା । ଅଧିକାଂଶ ଡି ପ୍ଲାଷ୍ଟରିଙ୍ଗ କାର୍ୟ୍ୟ ସରିଛି । କାଲିଠୁ ଷ୍ଟୋନ ବା ପଥର ମରାମତି କାର୍ୟ୍ୟ ଆରମ୍ଭ ହେବ । ଆବଶ୍ୟକ ସ୍ଥଳେ ଫାଟ ଫାଟ ଥିବା ପଥର ପରିବର୍ତ୍ତନ ହେବ। ଡ଼ିସେମ୍ବର ୨୫ରୁ ଭକ୍ତଙ୍କ ଗହଳିକୁ ଦେଖି ରତ୍ମଭଣ୍ଡାର ମରାମତି କାର୍ୟ୍ୟ ସ୍ଥଗିତ ରହିଥିଲା । ମାର୍ଗଦର୍ଶିକା ଆଧାରରେ କାଲି ଦ୍ଵିତୀୟ ଭୋଗ ମଣ୍ଡପ ପରେ ଅର୍ଥାତ୍ ଅପରାହ୍ନ ୧୨ ଟା ୩୦ ଠାରୁ ପ୍ରାୟ ସନ୍ଧ୍ୟା ୬ ଟା ପର୍ୟ୍ୟନ୍ତ ମରାମତି କାମ ଚାଲିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login