The Ultimate Managed Hosting Platform
ADVERTISEMENT

ଆଇଏଏସ ସ୍ତରରେ ଅଦଳବଦଳ, ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

Facebook
Twitter
LinkedIn

ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ । ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ । ଅରିନ୍ଦମ ଡାକୁଆଙ୍କୁ ପୌର ପ୍ରଶାସନର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି । ସେ ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ଭାବେ ଦାୟିତ୍ବ ମଧ୍ୟ ତୁଲାଇବେ । ସେହିପରି ପ୍ରେମ ଚନ୍ଦ୍ର ଚୌଧୁରୀ ହସ୍ତତନ୍ତ ଓ ବୟନଶିଳ୍ପ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଟି ଆପାଙ୍ଗ ଆଓ ହେଲେ ଯୋଜନା ଓ ସମନ୍ବୟ ବିଭାଗର ସ୍ବତନ୍ତ୍ର ସଚିବ । ଇପିକଲର ଏମଡି ଭୁପେନ୍ଦ୍ର ସିଂ ପୁନିଆ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର କମିଶନର ତଥା ଅତିରିକ୍ତ ସଚିବ ଭାବେ ଦାୟିତ୍ବ ତୁଲାଇବେ । ପ୍ରିନ୍ସିପାଲ ସେକ୍ରେଟାରୀ ଏନବିଏସ ରାଜପୁତ ପବ୍ଲିକ ଏଣ୍ଟରପ୍ରାଇଜର୍ସ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login