The Ultimate Managed Hosting Platform
ADVERTISEMENT

ଓଡିଶାରେ ପହଁଚିଲେ ନୂଆ ରାଜ୍ୟପାଳ

Facebook
Twitter
LinkedIn

ଭୁବନେଶ୍ୱର ; ଭୁବନେଶ୍ବରରେ ନୂଆ ରାଜ୍ୟପାଳ କୁମ୍ଭମପତି । ରାଜ୍ୟପାଳ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବାପରେ ତାଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା । ନୂଆ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । କିଛି ସମୟ ପରେ ପୁରୀ ରାଜଭବନ ଯିବେ କୁମ୍ଭମପତି । ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରି ଭୁବନେଶ୍ବର ଆସିବେ । ରାଜଭବନରେ ଆସନ୍ତାକାଲି ଦିନ ୧୦ଟା ୧୫ରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ...

Login