The Ultimate Managed Hosting Platform
ADVERTISEMENT

ଆଜି ବଲାଙ୍ଗୀର ପ୍ରସିଦ୍ଧ ଶୁଲିଆ ଯାତ୍ରା

Facebook
Twitter
LinkedIn

ବଲାଙ୍ଗିର : ଆଜି ପ୍ରସିଦ୍ଧ ଶୁଲି ଯାତ୍ରା । ରକ୍ତ ରଞ୍ଜିତ ହେବ ବଲାଙ୍ଗିରର ଶୁଲିଆ ପୀଠ । ଦେଓଗାଁ ବ୍ଲକ ଖଇରଗୁଡାର ବଡଖଳା ଓ କୁମୁରିଆର ସାନଖଳାରେ ହେବ ଆଦିବାସୀଙ୍କ ପ୍ରସିଦ୍ଧ ଶୁଲିଆ ଯାତ୍ରା । ପ୍ରତିବର୍ଷ ପୌଷ ମାସ ଶୁକ୍ଳପକ୍ଷ ପ୍ରଥମ ମଙ୍ଗଳବାର ଦିନ ଶୁଲିଆ ଯାତ୍ରା ଅନୁଷ୍ଠିତ ହୋଇଥାଏ । ପରମ୍ପରା ଅନୁସାରେ ପଶୁ ପକ୍ଷୀଙ୍କୁ ବଳିଦିଆଯିବ । ଭୋରରୁ ମୁଖ୍ୟ ପୂଜକ ଓ ଦେହୁରୀମାନେ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ପୀଠରେ ପହଞ୍ଚିଥାନ୍ତି । ପୀଠରେ ନିଶିପୂଜା ପରେ ପୂଜାର୍ଚ୍ଚନା କରାଯାଇଥାଏ । ତାପରେ ପ୍ରଥମେ କୁକୁଡ଼ା ବଳି ଦେଇ ଶୁଳିଆ ବୁଢାକୁ ଭୋଗ ଅର୍ପଣ କରାଯାଇଥାଏ । ମାନସିକଧାରୀ ମାନେ ଆଣିଥିବା ପୋଢ଼, ବେତା, ମେଣ୍ଢା, କୁକୁଡ଼ା, ବତକ ଶହ ଶହ ସଂଖ୍ୟରେ ବଳି ଦିଆଯାଇଥାଏ । ପଶୁପକ୍ଷୀଙ୍କ ରକ୍ତରେ ଖଇରଗୁଡ଼ାର ବଡ଼ଖଳା ଓ କୁମୁରିଆର ସାନଖଳା ରକ୍ତରଞ୍ଜିତ ହୁଏ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login