The Ultimate Managed Hosting Platform
ADVERTISEMENT

ସବୁ ମାମଲାରେ ପ୍ରଦୀପ ନିଦେ୍ର୍ଦାଷରେ ଖଲାସ

Facebook
Twitter
LinkedIn

ଭୁବନେଶ୍ୱର : ସବୁ ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବ୍ରହ୍ମପୁର ସାଂସଦ ହେଲେ ପ୍ରଦୀପ ପାଣିଗ୍ରାହୀ । ୫ ଟି ମାମଲାରେ ପ୍ରଦୀପଙ୍କୁ ନିର୍ଦ୍ଦୋଷ ଦର୍ଶାଇଛନ୍ତି ଜେଏମ୍ଏଫ୍ସି ଗ୍ରାମାଞ୍ଚଳ କୋର୍ଟ । ଗତକାଲି ୨ଟି ଆଉ ଆଜି ୩ଟି ମାମଲାରେ ହେଲେ ଦୋଷମୁକ୍ତ । ଟାଟାରେ ଚାକିରି ନାଁରେ ହୋଇଥିବା ଠକେଇ ଅଭିଯୋଗ ମାମଲାରେ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି ।ଟାଟା କଂପାନିରେ ଚାକିରି ନାମରେ ଠକେଇ ମାମଲାରେ ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଦୋଷମୁକ୍ତ ହୋଇଛନ୍ତି। ଏହାକୁ ସତ୍ୟର ବିଜୟ ବୋଲି କହିଛନ୍ତି ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ। ଏଣେ ଏହି ଖବର ପ୍ରଚାରିତ ହେବା ପରେ ସାଂସଦ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକମାନେ ବାଣ ଫୁଟାଇ ଓ ମିଠା ବାଣ୍ଟି ଖୁସି ମନାଇଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login