The Ultimate Managed Hosting Platform
ADVERTISEMENT

ଯମୁନା ପଶ୍ଚିମବଙ୍ଗ ଚାଲିଯିବା ଗୁଜବ କହିଲେ ଜଙ୍ଗଲ ପରିବେଶ ମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଯମୁନା ପଶ୍ଚିମବଙ୍ଗ ଚାଲିଯିବା ଗୁଜବ କହିଲେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ । ଆମ ସମ୍ପତ୍ତି ଆମ ପାଖରେ ଅଛନ୍ତି, ଶିମିଳିପାଳ ଭିତରେ ଅଛନ୍ତି । ପୂର୍ବରୁ ଆସିଥିବା ଯମୁନା ଶିମିଳିପାଳ ଓ କୁଲଢ଼ିଆ ଅଭୟାରଣ୍ୟ ମଧ୍ୟରେ ଯିବାଆସିବା କରୁଛି । ଏବଂ ଜିନତ ଦକ୍ଷିଣ ଓଡିଶାରେ ରଖାଯାଇଛି । ସେମାନଙ୍କ ଚଳପ୍ରଚଳ ଓ ଖାଦ୍ୟରେ ଅସୁବିଧା ନାହିଁ । ପରିବେଶ ସହିତ ଆଡ଼ଜଷ୍ଟ କରୁଛି । ସେମାନଙ୍କ ଗତିବିଧି ଉପରେ ନଜର ରଖିଛୁ । ସେମାନଙ୍କୁ ଚିହ୍ନଟ କରିବା ଲାଗି ରଙ୍ଗ ଲଗା ଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଦୁର୍ଘଟଣା ପରେ ଟ୍ରକ ସହ ଜଳିଗଲେ ୩ ଡ୍ରାଇଭର

ଜଳିଗଲା ୩ ମହଲା ଘର

ଖଲ୍ଲିକୋଟ :ଖଲ୍ଲିକୋଟ ନୂଆସାହିରେ ଜଳିଗଲା ୩ ମହଲା ଘର । ଘରେ ଚାର୍ଜକେ ବସିଥିବା ଇଭି ବ୍ୟାଟେରୀରୁ ପ୍ରଥମେ ଅଗ୍ନିକାଣ୍ଡ । ପରେ ଗ୍ୟାସ ସିଲିଣ୍ଡର ଫାଟିବାରୁ...

ADVERTISEMENT

Login