The Ultimate Managed Hosting Platform
ADVERTISEMENT

ଦେଶର କଳା, ସଂସ୍କୃତି, ପରମ୍ପରାରର ପ୍ରସାର କରିବା ପାଇଁ ଶପଥ ନେବା ; ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଓଡ଼ିଶାର ଭୁନେଶ୍ବରର ଜନତା ମଇଦାନଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ପ୍ରବାସୀ ଭାରତୀୟ ଦିବସ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଉଛି। ଆସନ୍ତୁ ସ୍ଵଦେଶୀ ଚିନ୍ତାଧାରାକୁ ଆପଣାଇବା ସହ ବିଶ୍ଵ ଦରବାରରେ ନିଜ ଦେଶର କଳା, ସଂସ୍କୃତି, ପରମ୍ପରାର ଅଧିକ ପ୍ରଚାର ପ୍ରସାର କରିବା ପାଇଁ ଶପଥ ନେବା। ମୁଖ୍ୟମନ୍ତ୍ରୀ କହିଛନ୍ତି, ସମ୍ବଲପୁରର ବିଶ୍-ପ୍ରସିଦ୍ଧ ହସ୍ତତନ୍ତ କପଡା ଆମର ଅନ୍ୟତମ ପ୍ରିୟ ତଥା ଜୀବନ୍ତ ପରମ୍ପରା ମଧ୍ୟରୁ ଅନ୍ୟତମ। ଓଡିଶା ପ୍ରାକୃତିକ ସୌନ୍ଦର୍ୟ୍ୟର ଭଣ୍ଡାର। ଏହା ପ୍ରବାସୀଙ୍କୁ ବେଶ୍ ଆକୃଷ୍ଟ କରିଥାଏ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login