The Ultimate Managed Hosting Platform
ADVERTISEMENT

Winter will continue for 2 more days : ଆହୁରି ୨ ଦିନ ଶୀତ, ଟ୍ୱିନସିଟିରେ ଘର କୁହୁଡି

Facebook
Twitter
LinkedIn

ଭୁବନେଶ୍ୱର : ଟ୍ୱିନ ସିଟିରେ ଲାଗି ରହିଛି ଘନ କୁହୁଡି । ଭୁବନେଶ୍ୱର କଟକ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡି ଲାଗି ରହିଛି । ଘନକୁହୁଡ଼ି ସାଙ୍ଗକୁ ଥଣ୍ଡା ଅନୁଭୂତ ହେଉଛି। କୁହୁଡି ଯୋଗୁ ୨୦ ମିଟର ଦୂର ଯାଏଁ କିଛି ବି ଦେଖାଯାଉନି । ଯାତାୟତରେ ବାଧାପ୍ରାପ୍ତ ହେଉଛି।
ଦୁଇ ଦିନ ପରେ ବଢ଼ିବ ତାପମାତ୍ରା, କମିବ ଶୀତ । ୨ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ୨ ଦିନ ପରେ ୨ ରୁ ୪ ଡିଗ୍ରୀ ସେଲସିୟସ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ତେଣୁ ଶୀତର ପ୍ରକୋପ ହ୍ରାସ ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ରାଜ୍ୟରେ ଏବେ ଶୀତ ଲହରୀ ଜାରି ରହିଥିବା ବେଳେ ଥରୁଛି ଆଭ୍ୟନ୍ତରୀଣରୁ ଉପକୂଳ ଓଡ଼ିଶା । ଏଭଳି ଶୀତ ଆହୁରି ୨ ଦିନ ଯାଏ ଲାଗି ରହିବ ।୧୩ ତାରିଖ ଯାଏ ଘନ କୁହୁଡ଼ି ନେଇ ସତର୍କତା ରହିଥିବା ବେଳେ ସୁନ୍ଦରଗଡ, ଢେଙ୍କାନାଳ ,ଅନୁଗୁଳ, କନ୍ଧମାଳ ଓ କୋରାପୁଟରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login