The Ultimate Managed Hosting Platform
ADVERTISEMENT

Subhadra yojan update :ସୁଭଦ୍ରାରେ ପୁନଃ ୮ ହଜାର ସାମିଲ

Facebook
Twitter
LinkedIn

ଭୁବନେଶ୍ୱର :ସୁଭଦ୍ରାରେ ପୁନଃ ସାମିଲ ହେଲେଣି ୮ ହଜାରରୁ ଅଧିକ ଆବେଦନକାରୀ । ଭୁଲରେ ଅପଟ ଆଉଟ୍ ହୋଇଥିବା ଆବେଦନକାରୀ ପୁନଃସାମିଲ । ଏବେବି ୨ ଲକ୍ଷରୁ ଅଧିକ ଆବେଦନକାରୀ ଇ-କେବ୍ୱାସି କରିନାହାନ୍ତି । ସେହିପରି ଖୁବ ଶୀଘ୍ର ଚତୁର୍ଥ ପର୍ୟ୍ୟାୟ ପ୍ରଥମ କିସ୍ତି ଅର୍ଥ ରାଶି ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାର ସୂଚନା ପ୍ରଦାନ କରିଛନ୍ତି। ହେଲେ ଏବେ ବି ଦୁଇ ଲକ୍ଷରୁ ଊଦ୍ଧ୍ୱର୍ ଆବେଦନକାରୀ ସେମାନଙ୍କର ଇ-କେୱାସି କରିନାହାନ୍ତି ଅବା ଓଟିପି ମାଧ୍ୟମରେ ଇ-କେୱାସି କରିଛନ୍ତି। ଯୋଗ୍ୟ ବିବେଚିତ ହେଲେ ମଧ୍ୟ ସେମାନେ ଅର୍ଥରାଶି ପାଇବାରେ ଅସୁବିଧା ହେବ। ତେଣୁ ତୁରନ୍ତ ସେମାନେ ନିକଟସ୍ଥ ଜନସେବା କେନ୍ଦ୍ର ବା ‘ମୋ ସେବା କେନ୍ଦ୍ର’କୁ ଯାଇ ବାୟୋମେଟି୍ରକ୍ ପଦ୍ଧତିରେ ନିଜର ଇ-କେୱାସି କରିନେବାକୁ ବିଭାଗ ତରଫରୁ ପରାମର୍ଶ ଦିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login