The Ultimate Managed Hosting Platform
ADVERTISEMENT

ବୈତରଣୀରେ ମକର ବୁଡ ପକାଇଲେ ମୁଖ୍ୟମନ୍ତ୍ରୀ

Facebook
Twitter
LinkedIn

କେନ୍ଦୁଝର : ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ଜିଲ୍ଲା ପାଟଣା ସ୍ଥିତ ବୈତରଣୀରେ ନଦୀରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବୁଡ଼ ପକାଇବା ପରେ ଆନନ୍ଦେଶ୍ୱର ଓ ପରମେଶ୍ବର ମହାଦେବ ମନ୍ଦିରରେ ମୁଖ୍ୟମନ୍ତ୍ରୀ ପୂଜାର୍ଚ୍ଚନା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଦେଖିବା ପାଇଁ ନଦୀ ଘାଟରେ ପ୍ରବଳ ଜନ ସମାଗମ ଦେଖିବାକୁ ମିଳିଥିଲା । ତେବେ ମଙ୍ଗଳବାର ଠାରୁ ୩ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login