The Ultimate Managed Hosting Platform
ADVERTISEMENT

actor saif ali khan attacked with sharp weapon : ସୈଫ ଅଲ୍ଲି ଖାନଙ୍କୁ ଛୁରାମାଡ

Facebook
Twitter
LinkedIn

ମୁମ୍ବାଇ : ବଲିଉଡ ସୁପରଷ୍ଟାର ସୈଫ ଅଲ୍ଲି ଖାନଙ୍କୁ ଛୁରାମାଡ । ମୁମ୍ବାଇ ବାନ୍ଦ୍ରା ସ୍ଥିତ ଘରେପଶି ସୈଫ ଅଲ୍ଲି ଖାନଙ୍କ ୁଆକ୍ରମଣ । ୨-୩ ଥର ଛୁରୀରେ ଆକ୍ରଣଣ କରି ଦୁର୍ବୁତ୍ତ ଫେରାର । ଚୋରି ପାଇଁ ଆସି ଦୁର୍ବୃତ୍ତ ଛୁରାମାଡ କରିଥିବା ସୂଚନା ମିଳିଛି । ତାଙ୍କ ହାତ ଓ ପିଠିରେ ଆଘାତ ଲାଗିଥିବା ବେଳେ ଚିକିତ୍ସା ପାଇଁ ତାଙ୍କୁ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ବାନ୍ଦ୍ରା ପୋଲିସର ତଦନ୍ତ ଜାରି । ସୈଫ ଏବେ ବିପଦ ମୁକ୍ତ ଥିବା ଡାକ୍ତରଙ୍କ ସୂଚନା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login