The Ultimate Managed Hosting Platform
ADVERTISEMENT

Elephant attack : ହାତୀ ଆକ୍ରମଣରେ ଫରେଷ୍ଟ ସ୍କ୍ୱାର୍ଡ ଆହତ

Facebook
Twitter
LinkedIn

ଦେବଗଡ : ଗାଁ ଜଗିଥିବା ବେଳେ ଫରେଷ୍ଟ ସ୍କ୍ୱାର୍ଡଙ୍କୁ ଦଳିଦେଲା ଦନ୍ତା । ରିଆମାଳ ବନାଞ୍ଚଳ କୁଣ୍ଡେଇଗୋଳା ସେକ୍ସନ ସଂଘାପଶି ଗାଁରେ ଅଘଟଣ । ଗୁରୁତର ଅବସ୍ଥାରେ ଫରେଷ୍ଟ ସ୍କ୍ୱାର୍ଡଙ୍କୁ କଟକ ସ୍ଥାନାନ୍ତର । ଗତକାଲି ରାତିରେ ଫରେଷ୍ଟ ସ୍କ୍ବାଡ ନାରାୟଣ ସାହୁ ହାତୀ ଘଉଡାଇବା ପାଇଁ ଯାଇଥିବାବେଳେ ଆକ୍ରମଣ କରିଥିଲା। ସୂଚନା ଅନୁସାରେ ନାରାୟଣ ଏକ ପୋଖରୀକୁ ଶୌଚ ପାଇଁ ଯାଇଥିବା ବେଳେ ହାତୀ ହାବୁଡରେ ପଡିଯାଇଥିଲେ । ଫଳରେ ନାରାୟଣଙ୍କୁ ହାତୀ ତଳେ କଚାଡି ଦେଇଥିଲା । ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଗତ ଦୁଇ ଦିନ ତଳେ ହାତୀ ଆକ୍ରମଣରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା । ତେବେ ନରହନ୍ତା ଦନ୍ତାହାତୀକୁ ନେଇ ସ୍ଥାନୀୟ ଲୋକଙ୍କ ଭିତରେ ଉତେଜନା ଦେଖାଦେଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଜଙ୍ଗଲରେ ଯୁବକ ଯୁବତୀଙ୍କ ମୃତଦେହ

ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁ ; ଯବାନ ସ୍ୱାମୀ ଅଟକ

କୋରାପୁଟ : ପତ୍ନୀଙ୍କ ସନେ୍ଦହଜନକ ମୃତ୍ୟୁକୁ ନେଇ ଯବାନ ସ୍ୱାମୀଙ୍କୁ ଅଟକ ରଖିଲା ପୋଲିସ । ଘର ଭିତରେ ପୋଡିଯାଇ ଆଇଆରବି ଯବାନଙ୍କ ପତ୍ନୀଙ୍କ ମୃତ୍ୟୁ ମାମଲା...

ADVERTISEMENT
ଓଏସଏସସି ସ୍କାମ ; ସିବିଆଇ ତଦନ୍ତ ଦାବି

CBI ଜାଲରେ RPF ହାବିଲଦାର

ରାଉରକେଲା : ସିବିଆଇ ଜାଲରେ ବନ୍ଧମୁଣ୍ଡା ଅଞ୍ଚଳର ଆରପିଏଫ ହାବିଲଦାର । ୧୫ ହଜାର ଟଙ୍କା ଲାଞ୍ଚ ନେଇ ଆରପିଏଫ ହାବିଲହାର ମହମ୍ମଦ ଇଜହାର କାବୁ ।...

Login