The Ultimate Managed Hosting Platform
ADVERTISEMENT

୪ ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

Facebook
Twitter
LinkedIn

ମାଲକାନଗିରି : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲ୍ଲା ପୋଲିସକୁ ବଡ଼ ସଫଳତା । ୪ ହାର୍ଡକୋର ମାଓବାଦୀଙ୍କ ଆତ୍ମ ସମର୍ପଣ । ସମସ୍ତଙ୍କ ନାଁରେ ୮ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା ।ପୋଲିସର ଆତ୍ମସମର୍ପଣ ନୀତିରେ ଆକର୍ଷିତ ହୋଇ ଦ୍ଵସି କ୍ୟାଡ଼ରର ୪ ମାଓବାଦୀ ନାରାୟଣପୁର ଏସପିଙ୍କ ନିକଟରେ ଆତ୍ମ ସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ମାଓବାଦୀଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ପୋଲିସ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସବୁ ପ୍ରକାର ସାହାଯ୍ୟ ସହଯୋଗ ଯୋଗାଇ ଦିଆଯିବ ବୋଲି ନାରାୟଣପୁର ଏସପି ସୂଚନା ଦେଇଛନ୍ତି ।ପ୍ରୋତ୍ସାହନ ରାଶି ହିସାବରେ ସମସ୍ତଙ୍କୁ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ଦିଆଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login