The Ultimate Managed Hosting Platform
ADVERTISEMENT

ମାଟିରେ ମିଶିବ ବୈକୁଣ୍ଠଧାମ ଆଶ୍ରମ, ଚାଲିବ ବିଡିଏ ବୁଲଡୋଜର

Facebook
Twitter
LinkedIn

ଭୁବନେଶ୍ୱର : ମାଟିରେ ମିଶିବ ବୈକୁଣ୍ଟଧାମ ଆଶ୍ରମ । ଶୁକ୍ରବାର ବିଡିଏ ପକ୍ଷରୁ ବୈକୁଣ୍ଠ ଧାମ ଆଶ୍ରମ ଭଙ୍ଗାଯିବ ବୋଲି ଘୋଷଣା କରାଯାଇଛି । ସରକାରୀ ଜମି ଜବର ଦଖଲ କରି ବୈକୁଣ୍ଠଧାମ ତିଆରି ହୋଇଥିବା ବିଡ଼ିଏ ପକ୍ଷରୁ କୁହାଯାଇଛି । ଯଥାଶୀଘ୍ର ସେହି ଜମି ଖାଲି କରିବାକୁ ବିଡ଼ିଏ କହିଛି। ଏହାପରେ ବିଡ଼ିଏ ବୁଲଡୋଜର ଆଶ୍ରମରେ ଚାଲିବ। ଜବର ଦଖଲ ହଟାଯିବା ସମୟରେ କୌଣସି ଅପ୍ରୀତିକର ପରିସ୍ଥିତି ପାଇଁ ପ୍ରଶାସନ ଅବା ବିଡ଼ିଏ ଦାୟୀ ରହିବେ ନାହିଁ ବୋଲି ଘୋଷଣା କରାଯାଇଛି । ଶୁକ୍ରବାର ମଧ୍ୟାହ୍ନ ୧୨ଟା ସୁଦ୍ଧା ଜବର ଦଖଲ ହଟାଇବାକୁ ଲକ୍ଷ୍ୟ ରଖାଯାଇଥିବା ବିଡ଼ିଏ ପକ୍ଷରୁ ସୂଚନା ଜାରି ହୋଇଛି। ଆଶ୍ରମ ଖାଲି କରାଯିବା ପରେ ବିଡ଼ିଏ ଏହି ଆଶ୍ରମକୁ ଭାଙ୍ଗିବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ଟ୍ରମ୍ପଙ୍କୁ ମିଳିଲାନି ନୋବେଲ, ମାରିଆଙ୍କୁ ମିଳିଲା ଶାନ୍ତି ନୋବେଲ

ନୂଆଦିଲ୍ଲୀ : ଘୋଷଣା ହେଲା ନୋବେଲ ଶାନ୍ତି ପୁରସ୍କାର । ଭେନେଜୁଏରାଲ ମାରିଆ କୋରିନାଙ୍କୁ ନୋବେଲ ଶାନ୍ତି ପୁରସ୍କାରା ଭେନେଜୁଏଲାରେ ଗଣତନ୍ତ୍ର ପ୍ରତିଷ୍ଠାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ପାଇଁ...

ADVERTISEMENT

Login