The Ultimate Managed Hosting Platform
ADVERTISEMENT

ବିଜେପି ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ବିଭିନ୍ନ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା ବିଜେପି । ଗଂଜାମ-ସରୋଜ ସାବତ, ବଲାଙ୍ଗିର-ଶ୍ରୀବତ୍ସ ବେହେରା , ଢେଙ୍କାନାଳ-ରାସବିହାରୀ ବେହେରା, କେନ୍ଦ୍ରାପଡା-ଶଶାଙ୍କ ଶେଖର ସେଠୀ , ପୁରୀ-ଡା. ଦେବେନ୍ଦ୍ର ତରାଇ, କଟକ- ସୁକାନ୍ତ ଚନ୍ଦ୍ର ବିଶ୍ୱାଳ, ବାଲେଶ୍ୱର-ଇଶ୍ୱର ଚନ୍ଦ୍ର ବେହେରା, କଳାହାଣ୍ଡି-ଯୁଗୋଳ ପୋଢ ଙ୍କ ନାଁ ଘୋଷଣା କରିଛି ବିଜେପି ।ଏଥିପାଇଁ ବରିଷ୍ଠ ନେତାଙ୍କୁ ବିଭିନ୍ନ ଜିଲ୍ଲାର ଦାୟିତ୍ୱ ଦେଇଛି ପାର୍ଟି । ସର୍ବ ସହମତିରେ ସଭାପତି ଘୋଷଣା କରିବା ପାଇଁ ଦିଆଯାଇଛି ନିର୍ଦ୍ଧେଶ ।ତେବେ ଗୋଟିଏ ପର୍ୟ୍ୟାୟରେ ସବୁ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା ହୋଇପାରୁନି । ଦୁଇଟି ପର୍ୟ୍ୟାୟରେ ନାଁ ଘୋଷଣା ହୋଇପାରେ । ଆଜି ପ୍ରଥମ ଦିନରେ ୨୩ଟି ସାଂଗଠନିକ ଜିଲ୍ଲାର ଜିଲ୍ଲା ସଭାପତିଙ୍କ ନାମ ଘୋଷଣା ହେବ । ପ୍ରଥମ ପର୍ୟ୍ୟାୟରେ ୨୩ଟି ସାଂଗଠାନିକ ଜିଲ୍ଲାର ଜିଲ୍ଲା ସଭାପତି ନା ଘୋଷଣା ହେବା ପରେ ବାକି ୧୪ଟି ଜିଲ୍ଲା ସଭାପତିଙ୍କ ନାଁ ଦ୍ଵିତୀୟ ପର୍ୟ୍ୟାୟରେ ଘୋଷଣା କରାଯିବ ବୋଲି ସୂଚନା ରହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଆଜି ବିଶ୍ୱ ଏଡସ ଦିବସ, ଅକ୍ଟୋବର ସୁଦ୍ଧା ୨୪୬୨ HIV ପଜିଟିଭ

ଭୁବନେଶ୍ୱର : ବିଶ୍ୱ ଏଡସ ଦିବସରେ କ୍ୟାପିଟାଲ ହସ୍ପିଟାଲ ପରିସରରେ ସଚେତନତା ରାଲି ।ପତାକା ଦେଖାଇ ଉଦଘାଟନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ରାଜ୍ୟରେ...

Login