The Ultimate Managed Hosting Platform
ADVERTISEMENT

ଆଜି ଓ କାଲି ରାଜ୍ୟରେ ଦେଖିବାକୁ ମିଳିବ ଘନ କୁହୁଡି

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ଗତ କିଛି ଦିନ ହେବ ଲାଗି ରହିଛି ଘନ କୁହୁଡି । ଆହରି ଦୁଇ ଦିନ ଘନ କୁହୁଡି ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ପାଇଁ ୧୪ ଜିଲ୍ଲାକୁ ୱାର୍ଣ୍ଣିଂ । କେନ୍ଦ୍ରାପଡ଼ା, ଯାଜପୁର, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି।ଘନ କୁହୁଡି ଯୋଗୁ ଜନଜୀବନ ଅସ୍ତବ୍ୟବସ୍ତ । ଯାତାୟତରେ ଅସୁବିଧା ଭୋଗୁଛନ୍ତି ଯାତ୍ରୀ। କାଲି ବି ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ । କାଲି ପାଇଁ ୧୧ ଜିଲ୍ଲାକୁ ଆଲର୍ଟ କରିଛି ପାଣିପାଗ ବିଭାଗ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ମମତାଙ୍କୁ ପ୍ରଭାତୀଙ୍କ ଟାର୍ଗେଟ

ଭୁବନେଶ୍ୱର : ମମତା ବାନାର୍ଜୀଙ୍କୁ କଡା କାଉଣ୍ଟପ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଝିଅମାନେ ରାତିରେ ବାହାରକୁ ଯିବା ଉଚିତ ନୁହେଁ ମମତାଙ୍କ ମନ୍ତବ୍ୟକୁ ସମାଲୋଚନା...

Login