The Ultimate Managed Hosting Platform
ADVERTISEMENT

୪ ଦିନରେ ସରିବ ଇ-କେୱାଇସି

Facebook
Twitter
LinkedIn

ଭୁବନେଶ୍ୱର : ୪ ଦିନରେ ସରିବ ଇ-କେୱାଇସି । ରାଜ୍ୟ ଏବଂ ରାଜ୍ୟ ବାହାରେ କେତେ ହିତାଧିକାରୀଙ୍କର ଇ-କେୱାଇସି ସରିଲାଣି । କେତେ ହିତାଧିକାରୀ ଏବେ ଯାଏଁ ଇ-କେୱାଇସି ଅପଡେଟ୍ କରିନାହାନ୍ତି ସେନେଇ ତଥ୍ୟ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଯୋଗାଣମନ୍ତ୍ରୀ ତଥ୍ୟ ଦେଇ କହିଛନ୍ତି, ଆଉ ୪ ଦିନ ମଧ୍ୟରେ ସରିବ ଇ-କେୱାଇସି ଯାଞ୍ଚ । କିନ୍ତୁ ୪୦ ଲକ୍ଷରୁ ଅଧିକ ଲୋକ ଏବେ ସୁଦ୍ଧା ଇ-କେୱାଇସି ଅପଡେଟ କରିନାହାନ୍ତି । ଯଦି କେହି ଲୋକ ସମୟ ମଧ୍ୟରେ ଇ-କେୱାଇସି କରିପାରିନାହାନ୍ତି, ତେବେ ସେମାନେ ପରେ ଉପଯୁକ୍ତ କାରଣ ଦର୍ଶାଇ ଲିଖିତ ଆକାରରେ ଦେଲେ ସେମାନଙ୍କ ପରବର୍ତୀ ସମୟରେ ଇ-କେୱାଇସି ପାଇଁ ସରକାର ବିଚାର କରିବେ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି । ଏବେ ସୁଦ୍ଧା ୮୮ ପ୍ରତିଶତ ଲୋକ ଇ-କେୱାଇସି କରିସାରିଲେଣି । ଆହୁରି ୪୦ ଲକ୍ଷ ୪୦ ହଜାର ୮୬୪ ଜଣ ହିତାଧିକାରୀ ଇ-କେୱାଇସି କରିନାହାନ୍ତି । ବୋଧ ହୁଏ ଅଯୋଗ୍ୟ ଏବଂ ମୃତ ବ୍ୟକ୍ତି ଅଛନ୍ତି ଇକେୱାଇସି କରିବାକୁ ଆସୁନଥିବା ବୋଲି କହିଛନ୍ତି ଯୋଗାଣ ମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login