The Ultimate Managed Hosting Platform
ADVERTISEMENT

ବ୍ରାଉନସୁଗାର ଜବତ, ୨ ଗିରଫ

Facebook
Twitter
LinkedIn

ବାଲେଶ୍ୱର : ବାଲେଶ୍ବର ଜିଲ୍ଲା ଭୋଗରାଇ ଥାନା ପକ୍ଷରୁ ଚଢଉ କରାଯାଇ ୨ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରାଯାଇଛି। ଏନେଇ ଭୋଗରାଇ ଥାନାରେ ୩୩/୨୫ ମାମଲା ରୁଜୁ ହୋଇଛି। ସୂଚନାଯୋଗ୍ୟ, ଭୋଗରାଇ ଥାନା ଆଇଆଇସି ସୁଦୀପ୍ତ କୁମାର ସାହୁ ବିଶେଷ ସୂତ୍ରରୁ ଖବର ପାଇ ସୋମବାର ପୂର୍ବାହ୍ନ ୯ଟା ୩୦ ସମୟରେ ଜଳେଶ୍ଵର-ଚନ୍ଦନେଶ୍ବର ୫୭ ନମ୍ବର ରାଜ୍ୟ ରାଜପଥ ବାଟଗ୍ରାମଠାରେ ୨ ଜଣଙ୍କଠାରୁ ୨୪ ଗ୍ରାମ୍ ୭୫ ମିଲିଗ୍ରାମ୍ ବ୍ରାଉନ ସୁଗାର ଜବତ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୫୦ ହଜାର ଟଙ୍କାର ହେବ ବୋଲି ଜଣାପଡ଼ିଛି। ଅଭିଯୁକ୍ତମାନେ ହେଲେ ଦେହୁଡଦା ଗ୍ରାମର ରାଜକିଶୋର ସାହୁ (୨୮) ଓ ମହେଶପୁର ଗ୍ରାମର ପବିତ୍ର ନାୟକ (୧୯)ଙ୍କୁ ଗିରଫ କରାଯାଇଥିଲା ବେଳେ ବୁଲେଟ ମୋଟର ସାଇକେଲ ଜବତ କରାଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଘର ଭିତରେ ରକ୍ତାକ୍ତ ମୃତଦେହ

ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ

ପାଲଲହଡା : ପରକୀୟା ପ୍ରୀତି ହେଲା କାଳ । ପରକୀୟା ପ୍ରୀତି ସନେ୍ଦହରେ ସ୍ତ୍ରୀକୁ ପିଟି ପିଟି ଜୀବନ ନେଲା ସ୍ୱାମୀ । ଖମାର ଥାନା ସିଆରିମାଳିଆ...

ADVERTISEMENT
ଦୁର୍ଘଟଣାରେ ୩ ବାଇକ ଆରୋହୀ ମୃତ

ଦୁର୍ଘଟଣା ; ଚାଲିଗଲା ଗୋଟିଏ ପରିବାରର ୬ ଜଣଙ୍କ ଜୀବନ

ଉତ୍ତରପ୍ରଦେଶ ; ଉତ୍ତରପ୍ରଦେଶର ମୋରାଦାବାଦରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଯେଉଁଥିରେ ଗୋଟିଏ ପରିବାରର ୬ ସଦସ୍ୟଙ୍କର ମୃତ୍ୟୁ ଘଟିଛି । ଏକ ଦ୍ରୁତଗାମୀ...

ଯୁବପିଢୀଙ୍କ କ୍ଷେତ୍ରରେ କାହିଁକି ବଢୁଛି ଆତ୍ମହତ୍ୟା ?

କନଷ୍ଟେବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା : ଝୁଲନ୍ତା ଅବସ୍ଥାରେ କନଷ୍ଟେବଳଙ୍କ ମୃତଦେହ ଉଦ୍ଧାର । ଉଦିତନଗର ଥାନା ବାସନ୍ତୀ କଲୋନୀ ବାସଭବନରୁ ଉଦ୍ଧାର । କେଉଁ ପରିସ୍ଥିତିରେ ପୋଲିସ କର୍ମଚାରୀ ଏଭଳି...

Login