The Ultimate Managed Hosting Platform
ADVERTISEMENT

ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କୁ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ହେଉଛନ୍ତି ବିଶ୍ୱଭୂଷଣ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login