The Ultimate Managed Hosting Platform
ADVERTISEMENT

ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ : ଦୀପାଳି

Facebook
Twitter
LinkedIn

ଭୁବନେଶ୍ୱର : ନବ ଦାସ ହତ୍ୟା ମାମଲାରେ ଝିଅ ଦୀପାଳି ଦାସଙ୍କ ବୟ ବୟାନ । ସିବିଆଇ ତଦନ୍ତ ପାଇଁ ଚିଠି ଲେଖିବୁ କହିଲେ ଦୀପାଳି । ହତ୍ୟା ମାମଲାର ସିବିଆଇ ତଦନ୍ତ ପାଇଁ ଆମେ ଦାବି କରିବୁ । ସିବିଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିକି ଦବୁ । ଏ ନେଇ ଚିଠି ପ୍ରସ୍ତୁତ କରୁଛୁ, ସପ୍ତାହେ ଦୁଇ ସପ୍ତାହ ମଧ୍ୟରେ ଚିଠି ଦେବୁ । ଠିକ ଦୁଇ ବର୍ଷ ତଳେ ଆଜିର ଦିନରେ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ଦୁଇ ବର୍ଷ। ହେଲେ ଦୁଇ ବର୍ଷ ପରେ ବି ରହସ୍ୟରେ ରହିଛି ହତ୍ୟାକାଣ୍ଡର କାରଣ। କାହିଁକି ପୂର୍ବତନ ମନ୍ତ୍ରୀଙ୍କୁ ହତ୍ୟା କରିଥିଲା ଗୋପାଳ, ଏବେ ବି ହୋଇନି ସ୍ପଷ୍ଟ। କ୍ରାଇମ୍ବ୍ରାଞ୍ଚ ତଦନ୍ତରେ ଅନେକ ତ୍ରୁଟି ସାମ୍ନାକୁ ଆସିଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login