The Ultimate Managed Hosting Platform
ADVERTISEMENT

ରାଜ୍ୟରେ ମହିଳାଙ୍କ ପାଇଁ ହେବ ସ୍ୱତନ୍ତ୍ର ଇଣ୍ଡଷ୍ଟ୍ରିଆଲ ପାର୍କ, ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

Facebook
Twitter
LinkedIn

ଭୁବନେଶ୍ୱର : ଚାଲିଛି ଉତ୍କର୍ଷ ଓଡ଼ିଶା, ମେକ୍ ଇନ ଓଡ଼ିଶା କନକ୍ଲେଭ-୨୦୨୫ । ତେବେ ଆଜି ଦ୍ବିତୀୟ ଦିନ ମହିଳା ନିବେଶକଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟରେ ମହିଳା ନିବେଶକଙ୍କ ପାଇଁ ଇଣ୍ଡଷ୍ଟ୍ରିଆଲ୍ ପାର୍କ କରିବେ ରାଜ୍ୟ ସରକାର। ଏଥିସହ ଇପିକଲରେ ମହିଳା ନିବେଶକଙ୍କ ପାଇଁ ଖୋଲିବ ସ୍ୱତନ୍ତ୍ର ସେଲ । ମହିଳା ନିବେଶକଙ୍କ ସହ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ଘୋଷଣା କରିଛନ୍ତି । ମହିଳା ଶିଳ୍ପ ଉଦ୍ୟୋଗୀଙ୍କୁ ନେଇ ରାଉଣ୍ଡ ଟେବୁଲ ବୈଠକରେ ରାଜ୍ୟ ତଥା ଦେଶର ସଫଳ ମହିଳା ବ୍ୟବସାୟୀଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login