The Ultimate Managed Hosting Platform
ADVERTISEMENT

ସରିଲା ଶୀତ, ଆସନ୍ତା କାଲିଠୁ ଟାଇଁ ଟାଇଁ ଖରା । ବଢିବ ତାପମାତ୍ରା

Facebook
Twitter
LinkedIn

ଭୁବନେଶ୍ୱର : ଆସନ୍ତାକାଲିଠୁ ଟାଇଁଟାଇଁ ଖରା । ରାଜ୍ୟରେ ସରିଗଲା ଶୀତ । ସପ୍ତାହେ ଯାଏ ଗରମର ଅନୁଭୂତି ସହ ଖରାରୁ ତ୍ରାହି ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ରାଜ୍ୟରେ ଆସନ୍ତାକାଲିଠାରୁ ଟାଣ ଖରା ହେବାକୁ ଥିବା ବେଳେ ସବୁଠି ବଢିବ ପାରଦ ଆଉ ସବୁଠି ଗରମର ହେବ ଅନୁଭୂତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା । ଆଗାମୀ ୪ରୁ ୫ ଦିନ ଯାଏଁ ଦିନ ଏବଂ ରାତ୍ରି ତାପମାତ୍ରା ଅଧିକା ରହିବ । ଆଜି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । ସେପଟେ ତାପମାତ୍ରା ବୃଦ୍ଧି ସହ ଆସନ୍ତା ୪୮ ଘଣ୍ଟା ଯାଏ ଅସ୍ତବ୍ୟସ୍ତ କରିବ ଘନ କୁହୁଡି । ଆଗାମୀ ୫ରୁ ୭ ଦିନ ଯାଏଁ ପାଗ ମୁଖ୍ୟତ ଶୁଖିଲା ରହିବା ସହ ରାତ୍ରି ତାପମାତ୍ରାରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିବନାହିଁ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

Login