The Ultimate Managed Hosting Platform
ADVERTISEMENT

ଫେବ୍ରୁଆରୀ ୧୫ ଯାଏଁ ବଢିଲା ରାସନକାର୍ଡ ଇ-କେୱାଇସି ସମୟ ସୀମା

Facebook
Twitter
LinkedIn

ଭୁବନେଶ୍ୱର : ରାଜ୍ୟରେ ରାସନ କାର୍ଡ ଇ-କେୱାଇସି ଅପଡେଟ୍ ୧୫ ଫେବ୍ରୁଆରି ପର୍ୟ୍ୟନ୍ତ ବଢ଼ିଛି ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ପ୍ରଦାନ କରିଛନ୍ତି। ପୂର୍ବରୁ ଜାନୁଆରି ୩୧ ସୁଦ୍ଧା ଇ-କେୱାଇସି ଅପଡେଟ୍ ଲାଗି ଶେଷ ତାରିଖ ଭାବେ ସରକାର ଦିନ ଧାର୍ୟ୍ୟ କରିଥିଲେ। ଯଦି ସମୟ ସୁଦ୍ଧା ଏହା ଏହା ଶେଷ ନହୁଏ ତେବେ ପରବର୍ତ୍ତୀ ସମୟରେ ସରକାର ବିଚାର କରି ପଦକ୍ଷେପ ନେବେ ବୋଲି ମନ୍ତ୍ରୀ କହିଥିଲେ। ରାଜ୍ୟର ୩୯ ଲକ୍ଷ ହିତାଧିକାରୀ ଇ-କେୱାଇସି ଅପ୍ଡେଟ୍ କରି ନାହାନ୍ତି। ୨୯ ତାରିଖ ସୁଦ୍ଧା ୨ କୋଟି ୯୬ ଲକ୍ଷ ୯୭ ହଜାର ୩୩୨ ଜଣ କରିଛନ୍ତି ଇ-କେୱାଇସି ଅପ୍ଡେଟ୍।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login