The Ultimate Managed Hosting Platform
ADVERTISEMENT

ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ

Facebook
Twitter
LinkedIn

ବରଗଡ : ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ଭଟଲି ବିଧାୟକ ସୁଶାନ୍ତ ସିଂ ଗୁରୁତର ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଙ୍କଟାପନ୍ନ ରହିଛି । ଏନେଇ ତାଙ୍କୁ ବରଗଡ଼ ସହର ସ୍ଥିତ ଏକ ଘରୋଇ ହସ୍ପିଟାଲ ରୁ ଭୂବନେଶ୍ବର ଅଭିମୁଖେ ଅଣାଯାଇଛି । ଭୂବନେଶ୍ବରରେ ଥିବା ଏକ ଘରୋଇ ହସ୍ପିଟାଲକୁ ନିଆଯାଉଥିବା ଜଣାପଡିଛି ।ତାଙ୍କର ସ୍ୱାସ୍ଥ୍ୟବସ୍ଥା ଆହୁରି ବିଗିଡି ଯାଇଥିବାରୁ ତାଙ୍କୁ ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତାଙ୍କ ପରିବାର ସଦସ୍ୟ ଏ ବିଷୟରେ ସୂଚନା ଦେଇଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ନ୍ୟୁଜିଲ୍ୟାଣ୍ଡରେ ଭୂକମ୍ପ ଝଟକା

ଆସାମରେ ଭୂକମ୍ପର ଝଟକା

ନୂଆଦିଲ୍ଲୀ : ଭାରତର ଆସାମରେ ଭୂକମ୍ପର ଝଟକା ଅନୁଭୂତ । ତୀବ୍ରତା ୪.୧ ରହିଥିବା ସୂଚନା ମିଳୁଛି । ଯାହାର ସୂଚନା ଏନସିଏସପକ୍ଷରୁ ମିଳିଛି । ଏଥିରେ...

Login