The Ultimate Managed Hosting Platform
ADVERTISEMENT

୧୫ ତାରିଖ ଭିତରେ ଅଯୋଗ୍ୟ ହିତାଧିକାରୀ କାର୍ଡ ସରେଣ୍ଡର ନ କଲେ ହେବ କାର୍ଯ୍ୟାନୁଷ୍ଠାନ

Facebook
Twitter
LinkedIn

ଭୁବନେଶ୍ୱର ରାସନ୍ କାର୍ଡ ଇ-କେୱାଇସି ଅପଡେଟ ପାଇଁ ଆବେଦନ ନ କରିଥିଲେ ଆଉ ମିଳିବନି ସୁଯୋଗ । ଆସନ୍ତା ୧୫ ତାରିଖ ରାସନ କାର୍ଡ E-kyc ପାଇଁ ଆବେଦନର ଶେଷ ତାରିଖ । ଏହାପରେ ଆଉ ସମୟ ଅବଧି ବଢ଼ିବ ନାହିଁ ବୋଲି କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଏପର୍ୟ୍ୟନ୍ତ ୩୭ ଲକ୍ଷ ଲୋକ E-kyc କରି ନାହାନ୍ତି । ଯେଉଁମାନେ E-kyc କରି ନାହାନ୍ତି। ସେମାନେ ଶୀଘ୍ର ଏହା କରି ଦିଅନ୍ତୁ । ଆଉ ଯେଉଁମାନେ ଇକେୱାଇସି ନ କରିବେ ତାହା ସରେଣ୍ଡର କରାଗଲା ବୋଲି ଧରି ନିଆଯିବ । ସେହି ଜାଗାରେ ନୂଆ ଲୋକଙ୍କୁ ରାସନ କାର୍ଡ ଦିଆଯିବ । ସେହିପରି ଯେଉଁ ସରକାରୀ ଅଫିସରମାନେ ରାସନ୍ କାର୍ଡ ନେଇଛନ୍ତି ସମସ୍ତେ ସରେଣ୍ଡର କରିଦିଅନ୍ତୁ । ସରେଣ୍ଡର ପିରିୟଡ ଶେଷ ହୋଇ ଯିବା ପରେ ଯଦି ସରକାରୀ ଅଧିକାରୀ ସରେଣ୍ଡର କରି ନ ଥିବେ। ତେବେ ସେମାନଙ୍କ ବିରୋଧରେ ସରକାର ନିଶ୍ଚିତ ଭାବେ ଆକ୍ସନ ନେବେ ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login