The Ultimate Managed Hosting Platform
ADVERTISEMENT

ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା : ସ୍ୱାସ୍ଥ୍ୟମନ୍ତ୍ରୀ

Facebook
Twitter
LinkedIn

ଭୁବନେଶ୍ୱର : ଖୁବଶୀଘ୍ର ରାଜ୍ୟରେ ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା । ଏନେଇ ନିର୍ଦ୍ଦିଷ୍ଟ ତାରିଖ ଧାର୍ୟ୍ୟ ହୋଇନଥିଲେ ବି ଖୁବଶୀଘ୍ର ଲାଗୁ ହେବ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଆଇଟି ଇଣ୍ଟିଗ୍ରେସନରେ ସମୟ ଲାଗୁଛି । ପୂର୍ବରୁ ଅନୁବନ୍ଧିତ ହସ୍ପିଟାଲ ଗୁଡିକରେ ଯେଉଁ ସଫ୍ଟୱେୟାର ଥିଲା ସେଗୁଡିକୁ ଆଇଟି ଇଣ୍ଟିଗ୍ରେସନ ଜରିଆରେ ନୂଆ ସଫ୍ଟୱେୟାରେ ଲୋଡ୍ କରାଯାଉଛି । ଏବେ କାର୍ଡ ପ୍ରିଣ୍ଟ ଚାଲିଛି ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login