The Ultimate Managed Hosting Platform
ADVERTISEMENT

ମା ଦକ୍ଷିଣକାଳୀ ମନ୍ଦିରରୁ ଚୋରି

Facebook
Twitter
LinkedIn

ନରସିଂହପୁର : ଏବେ ଦୁର୍ବୁତ୍ତଙ୍କ ଟାର୍ଗେଟରେ ମନ୍ଦିର । ଗତ କିଛି ଦିନ ପୂର୍ବରୁ ଜଗନ୍ନାଥ ମନ୍ଦିରରୁ ଚୋରୀ ହୋଇଥିବା ବେଳେ ଗତକାଲି କଟକ ନରସିଂହପୁର ବ୍ଲକ ବାଲିଝରିରେ ମା ଦକ୍ଷିଣ କାଳୀଙ୍କ ମନ୍ଦିରରୁ ଚୋରି ହୋଇଛି । ଗତକାଲି ରାତିରେ ମନ୍ଦିର ଭିତରେ ପଶି ମାଆଙ୍କ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଦୁର୍ବୁତ୍ତ । ଲୁଟ୍ ଅଳଙ୍କାରର ମୂଲ୍ୟ ୩ଲକ୍ଷରୁ ଅଧିକ ଟଙ୍କା ହେବ । ଆଜି ସକାଳୁ ପୂଜକ ମନ୍ଦିର ଯିବା ପରେ କବାଟ ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ । ପରେ ପୋଲିସକୁ ଖବର ଦେଇଥିଲେ। ଅଭିଯୋଗ ପରେ କାନପୁର ଥାନା ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ : ଦୋଷୀଙ୍କୁ ଦଣ୍ଡ ବିଧାନ କରାଯିବ ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ପ୍ରତିକ୍ରିୟା । ମାସେ ଭିତରେ ତଦନ୍ତ ପ୍ରକ୍ରିୟା ଶେଷ ହେବ କହିଲେ ଆଇନମନ୍ତ୍ରୀ । ଯେଉଁମାନେ...

ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମୀକ୍ଷା ବୈଠକରେ ଯୋଗ ଦେବେ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ

ଭୁବନେଶ୍ୱର : ଆସନ୍ତାକାଲି ହେବାକୁ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ସ୍ଥଗିତ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ପକ୍ଷରୁ ସୂଚନା । ଖୁବଶୀଘ୍ର ଅଭିଯୋଗ...

Login