The Ultimate Managed Hosting Platform
ADVERTISEMENT

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ

Facebook
Twitter
LinkedIn

ଜୟପୁର : ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ ଥଥା ଡାଟା ଏଣ୍ଟ୍ରି ଅପରେଟର । କୋଟପାଡ ବ୍ଲକ ଆକାଉଣ୍ଟାଣ୍ଟ ପାର୍ଥ ସାରଥୀ ବିଷୋୟୀଙ୍କ ଘରେ ରେଡ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ । ବୋରିଗୁମ୍ମା ସମେତ ୭ଟି ସ୍ଥାନରେ ଭିଜିଲାନ୍ସର ଚଢ଼ାଉ ଜାରି ରହିଛି । ସୂଚନା ଅନୁସାରେ କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆସ୍ଥିତ ପୈତୃକ ଘର ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଅଧିକାରୀମାନେ ଚଢ଼ାଉ ଜାରି ରଖିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login