The Ultimate Managed Hosting Platform
ADVERTISEMENT

ନିରଞ୍ଜନଙ୍କ ଘରୁ ଚୋରି ;ଲୁଟେରା ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣାରେ ଲୁଟେରା ଗିରଫ । ରାଜ୍ୟ ବାହାରୁ ଲୁଟେରାକୁ ଗିରଫ କଲା କମିଶନରେଟ ପୋଲିସ । ଲୁଟେରାକୁ ଗିରଫ ସହ ଚୋରି ସାମଗ୍ରୀ ଜବତ କରିଥିବା ସୂଚନା । ନିରଞ୍ଜନଙ୍କ ଘରୁ ଲୁଟ ପୂର୍ବରୁ ଆଉ ଜଣଙ୍କ ଘରୁ ଚୋରି କରିଥିବା ସୂଚନା । ୧୯ ଦିନ ପରେ ଧରାପଡିଲା ଚୋର। ଆନ୍ଧ୍ରପ୍ରଦେଶର ବିଜୟୱାଡାରୁ ଧରିଛି ନୟାପଲ୍ଲୀ ପୋଲିସ । ତାକୁ ଏବେ ଭୁବନେଶ୍ୱରର ଏକ ଅଜ୍ଞାତ ସ୍ଥାନରେ ରଖି ପଚରାଉଚରା କରାଯାଛି । ଆଜି ତାକୁ କୋର୍ଟରେ ହାଜର କରାଯିବ।ଘଟଣା ପରଠୁ ପୋଲିସ ବିଭିନ୍ନ ଦିଗକୁ ନେଇ ତଦନ୍ତ କରିବା ପରେ ଚୋରକୁ ଚିହ୍ନଟ କରିଥିଲା। ଅନ୍ୟପଟେ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଯାହା ସବୁ ଚୋରି ହୋଇଥିଲା, ସେଥିରୁ କ’ଣ ଜବତ ହୋଇଛି, ସେନେଇ ସୂଚନା ମିଳିନାହିଁ । ଆଜି ପୋଲିସ ଏହି ଚୋରର ଗୁମର ଖୋଲିବ, ଭିଭିଆଇପି କଲୋନିରେ କଡ଼ା ସୁରକ୍ଷା ବଳୟ ଭିତରେ ଥିବା ଘରେ କେମିତି ପଶିଲା ଏବଂ ଅତ୍ୟାଧୁନିକ ତାଲା କାଟି ସୁନାଗହଣା ଓ ଟଙ୍କା କେମିତି ଲୁଟିଲା, ତାହା ଉପରୁ ପୋଲିସ ପରଦା ହଟାଇବ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login