The Ultimate Managed Hosting Platform
ADVERTISEMENT

ବିହାରରେ ଓଲଟିଲା ଓଡିଶା ବସ , ୩୫ ଜଣ ଆହତ

Facebook
Twitter
LinkedIn

ପ୍ରୟାଗରାଜ : ପ୍ରୟାଗରାଜ ଯାଉଥିବା ଘରୋଇ ଓଡିଶା ବସ ଦୁର୍ଘଟଣାଗ୍ରସ୍ତ । ବିହାର ମହାନିଆରେ ଓଲଟିଲା ଓଡିଶା ବସ । ଦୁର୍ଘଟଣାରେ ୩୫ ଜଣ ଆହତ ହୋଇଛନ୍ତି । ଭୋଗରାଇରୁ ୭୦ ଜଣଙ୍କୁ ନେଇ ପ୍ରୟାଗରାଜ ଯାଉଥିଲା ବସ । ୩୫ ଜଣ ଆହତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି , ସେଥିରୁ ୩ ଜଣ ଗୁରୁତର ଅଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

ADVERTISEMENT
ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ଆଉ ଫିଙ୍ଗନ୍ତୁ ନାହିଁ ବାସିଭାତ , ଖାଇବା ଦ୍ୱାରା ମିଳେ ଏହି ସବୁ ଫାଇଦା

ବ୍ୟୁରୋ : ପ୍ରତ୍ୟେକ ଭାରତୀୟଙ୍କ ଘରେ ସାଧାରଣତଃ ବାସିଭାତ ଖିଆଯାଇଥାଏ । ହେଲେ ଏହାକୁ ଖାଇବାର ଲାଭ ଏବଂ କ୍ଷତି ଉଭୟ ହୋଇପାରେ। ଏହା ଭାତକୁ କିପରି...

Login