The Ultimate Managed Hosting Platform
ADVERTISEMENT

ଶ୍ରୀମନ୍ଦିର କୋଠ ଭୋଗରେ ବ୍ୟବହାର କରାଯିବ ଜୈବିକ ଚାଉଳ

Facebook
Twitter
LinkedIn

ପୁରୀ : ଶ୍ରୀମନ୍ଦିର କୋଠ ଭୋଗରେ ବ୍ୟବହାର କରାଯିବ ଜୈବିକ ଚାଉଳ । ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ୟ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ। ଏହାସହ ଶ୍ରୀଗୁଣ୍ଡିଚା ସମୟରେ ସମ୍ପୂର୍ଣ୍ଣ ଲାଗି ହେଉଥିବା ଭୋଗରେ ଜୈବିକ ଚାଉଳ ଓ ପନିପରିବା ବ୍ୟବହାର ହେବ। ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ କାର୍ୟ୍ୟକାରୀ ହୋଇ ଜୈବିକ ଅନ୍ନରୁ ପ୍ରସ୍ତୁତ ମହାପ୍ରସାଦ ଆନନ୍ଦବଜାରରେ ଭକ୍ତଙ୍କ ପାଇଁ ଉପଲବ୍ଧ ହେବ। ସଂପୂର୍ଣ୍ଣ ପ୍ରକ୍ରିୟାକୁ କାର୍ୟ୍ୟକାରୀ କରିବା ଲାଗି ଏକ ପରିଚାଳନା କମିଟି ଗଠନ କରାଯିବ ଏବଂ ଏଥିରେ ଶ୍ରୀମନ୍ଦିର ପ୍ରଶାସନ, ସୁଆର-ମହାସୁଆର ନିଯୋଗ ପ୍ରତିନିଧିଙ୍କ ସମେତ ଉତ୍ପାଦକ ଗୋଷ୍ଠୀର ପ୍ରତିନିଧି ଓ ବିଭାଗୀୟ ଅଧିକାରୀ ସଦସ୍ୟ ରହିବେ। ବୁଧବାର କୃଷି ଭବନ ସମ୍ମିଳନୀ କକ୍ଷରେ ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ସଂକ୍ରାନ୍ତୀୟ ପରାମର୍ଶ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

“ଆମ ଶାସନ” ଶୁଭାରମ୍ଭ , ମୁଖ୍ୟମନ୍ତ୍ରୀ କଲେ ଶୁଭାରମ୍ଭ

ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅନ୍ୟନ୍ତ ନିନ୍ଦନୀୟ ; ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପଶ୍ଚିମବଙ୍ଗରେ ଓଡିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଉଦବେଗ । ଏହା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡା ଦାୟକ, ମୁଁ ଗଭୀର ଭାବରେ ମର୍ମାହତ...

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ବିଜେଡିକୁ ଶକ୍ତ ଝଟକା ; ପଦ୍ମ ଧରିଲେ ଜୟ ଢୋଲକିଆ

ଭୁବନେଶ୍ୱର : ବିଜେପିରେ ମିଶିଲେ ଜୟ ଢୋଲକିଆ । ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ । ନୂଆପଡା ଉପନିର୍ବାଚନରେ ବିଜେପି ପ୍ରାର୍ଥୀ ହେବା...

ADVERTISEMENT
ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ; ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା

ଜଳେଶ୍ୱର : ପଶ୍ଚିମବଙ୍ଗରେ ଓଡିଶା ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମେଡିକାଲ କର୍ତ୍ତୁପକ୍ଷଙ୍କ ସହଯୋଗ ମିଳୁନି କହିଲେ ପୀଡିତାଙ୍କ ବାପା । ମୋତେ ଘଟଣାକୁ ନେଇ କେହି...

Login