The Ultimate Managed Hosting Platform
ADVERTISEMENT

ଗେଷ୍ଟ ଫ୍ୟାକଲିଟି ଭରସାରେ ଚାଲିଛି ନାମକରା ବିଶ୍ୱ ବିଦ୍ୟାଳୟ

Facebook
Twitter
LinkedIn

ଭୁବନେଶ୍ୱର : ଗେଷ୍ଟ ଫ୍ୟାକଲିଟି ଭରସାରେ ଚାଲିଛି ନାମକରା ବିଶ୍ୱ ବିଦ୍ୟାଳୟ । ୧୭ଟି ବିଶ୍ୱ ବିଦ୍ୟାଳୟରେ ୯୬୩ ଗେଷ୍ଟ ଫ୍ୟାକଲିଟି ପଢାଉଛନ୍ତି । ଉକôଳରେ ୫୯, ରେଭେନ୍ସାରେ ୮୯, ସମ୍ବଲପୁରରେ ୬୪ , ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟରେ ୧୧୩, ବିକ୍ରମଦେବରେ ୭୮ , ଗଙ୍ଗାଧର ମେହେରରେ ୬୧, ଖଲ୍ଲିକୋଟରେ ୬୩, ରମାଦେବୀରେ ୬୧ ଜଣ ଅତିଥି ଅଧ୍ୟାପକ ଶିକ୍ଷାଦାନ କରୁଛନ୍ତି ବୋଲି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ । ମିଳିଥିବା ସୂଚନା ମୁତାବକ, ବିଜେଡି ବିଧାୟକ ଅରବିନ୍ଦ ମହାପାତ୍ର ବିଧାନସଭାରେ ବିଶ୍ୱବିଦ୍ୟାଳୟରେ ଖାଲି ପଡିଥିବା ପଦବୀକୁ ନେଇ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ରଖିଥିଲେ ଉଚ୍ଚଶିକ୍ଷା ମନ୍ତ୍ରୀ । ମନ୍ତ୍ରୀ ଏ ସମ୍ପର୍କରେ ଉତ୍ତର ରଖି କହିଥିଲେ ଯେ, ରାଜ୍ୟରେ ଥିବା ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟରେ ବିଭିନ୍ନ ବିଭାଗରେ ମୋଟ ୨୦୦୩ଟି ମଞ୍ଜୁରୀ ପ୍ରାପ୍ତ ଅଧ୍ୟାପକ ପଦବୀ ଅଛି । ସେ ମଧ୍ୟରୁ ୬୯୬ଟି ପଦବୀରେ ଅଧ୍ୟାପକ/ଅଧ୍ୟାପିକା କାର୍ୟ୍ୟ କରୁଛନ୍ତି । ଏଥିସହିତ ୧୩୦୭ଟି ପଦବୀ ଖାଲି ପଡିଥିବା ନେଇ ମନ୍ତ୍ରୀ ସୂଚନା ଦେଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login