The Ultimate Managed Hosting Platform
ADVERTISEMENT

୩୧ ମାର୍ଚ୍ଚ ଯାଏଁ ବଢିଲା ଇ-କେୱାଇସି ଅବଧି

Facebook
Twitter
LinkedIn

ଭୁବନେଶ୍ୱର : ୩୧ ମାର୍ଚ୍ଚ ଯାଏଁ ବଢିଲା ଇ-କେୱାଇସି ଅବଧି । ଇ-କେୱାଇସି ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା । ପଞ୍ଚମ ଥର ପାଇଁ ସମ୍ପ୍ରସାରଣ କରିଛନ୍ତି ରାଜ୍ୟ ସରକାର। ଆଜି ଇ-କେୱାଇସି ଅପଡେଟର ଅବଧି ସରିବାର ଥିଲା । କିନ୍ତୁ ଏହି ଅବଧିକୁ ପୁଣି ମାର୍ଚ୍ଚ ୩୧ ତାରିଖ ଯାଏଁ ବଢାଇ ଦେଇଛନ୍ତି ସରକାର । ପୂର୍ବ ସୂଚନା ଆଧାରରେ, ବର୍ତ୍ତମାନ ସୁଦ୍ଧା ୩୭ ଲକ୍ଷ ଲୋକ ଇକେୱାଇସି କରିନାହାନ୍ତି । ଯେଉଁମାନେ ବି ଇ-କେୱାଇସି କରିନାହାନ୍ତି ସେମାନଙ୍କୁ ପୁଣି ଏକ ସୁଯୋଗ ଦେଇଛନ୍ତି ରାଜ୍ୟ ସରକାର । ଯେଉଁମାନେ ଇ-କେୱାଇସି କରିନାହାନ୍ତି ସେମାନେ ମାର୍ଚ୍ଚ ୩୧ ସୁଦ୍ଧା କରାଇ ନିଅନ୍ତୁ । ମନ୍ତ୍ରୀ କହିଛନ୍ତି, କିଛି ସ୍ଥାନରେ ନେଟୱର୍କ ସମସ୍ୟା ପାଇଁ ଲୋକେ ଇ-କେୱାଇସି କରିପାରିନାହାନ୍ତି।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login