The Ultimate Managed Hosting Platform
ADVERTISEMENT

ଅଟୋକୁ ପିଟିଲା ଟିପର, ୩ ଜଣଙ୍କର ଚାଲିଗଲା ଜୀବନ

Facebook
Twitter
LinkedIn

କୋରାପୁଟ : ଅଟୋକୁ ପିଟିଲା ଟିପର । ଦୁର୍ଘଟଣାରେ ଚାଲିଗଲା ୩ ଜୀବନ । ଜୟପୁର ଥୁରୁଡିପୁଟ ରାସ୍ତାରେ ଘଟିଛି ଦୁର୍ଘଟଣା । ସ୍ଥାନୀୟ ହସ୍ପିଟାଲରେ ଗୁରୁତରଙ୍କୁ ଚିକିତ୍ସା କରାଯାଇଛି । ସୂଚନା ଅନୁସାରେ କୋରାପୁଟ ଜିଲ୍ଲା ବ୍ରାହ୍ମଣୀ ଗାଁ ନିକଟରେ ଆଜି ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ।
ଯେଉଁଥିରେ ଏକ ଯାତ୍ରୀ ବାହୀ ଅଟୋକୁ ଧକ୍କା ଦେଇଛି ଟିପ୍ପର । ଯାହାଫଳରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଯାଇଛି । ତେବେ ଦୁର୍ଘଟଣା ସଂପର୍କରେ ଖବର ପାଇ ପୋଲିସ ଓ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login