The Ultimate Managed Hosting Platform
ADVERTISEMENT

ମାଦକ ଦ୍ରବ୍ୟ ମାମଲାରେ ୨୨୭୬ ଗିରଫ

Facebook
Twitter
LinkedIn

ଭୁବନେଶ୍ୱର : ୨୦୨୪ରେ ୨୧୬୦ ମାଦକ ଦ୍ରବ୍ୟ ମାମଲାରେ ୨୨୭୬ ଜଣ ଗିରଫ ହୋଇଛନ୍ତି । ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୧୦ କିଲୋ ବ୍ରାଉନସୁଗାର ଓ ୧୪୫୨ କୁଇଣ୍ଟାଲ ଗଞ୍ଜେଇ ଜବତ । ୨୪, ୭୯୦ ଏକର ଜମିରେ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫୯୧ଟି ମାମଲା ରୁଜୁ କରି କାର୍ଯ୍ୟାନୁଷ୍ଠାନ ହୋଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ବିମାନରେ ମଦ ପିଇ କ୍ରୁ ମେମ୍ବରଙ୍କୁ ଗାଳି କଲେ ୨ ଯାତ୍ରୀ

ଏୟାର ଇଣ୍ଡିଆ ବିମାନରେ ପୁଣି ଯାନ୍ତ୍ରିକ ତ୍ରୁଟି, ରନୱେରୁ ଫେରିଗଲା ବିମାନ

ନୂଆଦିଲ୍ଲୀ : ଇନ୍ଦୋରରୁ ଭୁବନେଶ୍ବର ଆସୁଥିବା ଇଣ୍ଡିଗୋ ବିମାନରେ ଯାନ୍ତ୍ରିକ ତ୍ରୁଟି । ରନୱେରୁ ଫେରିଲା ବିମାନ । ବିମାନରେ ଥିଲେ ୧୪୦ ଯାତ୍ରୀ । ବିମାନରେ...

ADVERTISEMENT
ସପାର ୩ ବିଧାୟକ ବିଦା

ସପାର ୩ ବିଧାୟକ ବିଦା

ନୂଆଦିଲ୍ଲୀ : ସମାଜବାଦୀ ପାର୍ଟିର ୩ ବିଧାୟକ ଦଳରୁ ବହିଷ୍କୃତ । ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି । ଅଭୟ ସିଂହ, ରାଜେଶ ସିଂହ...

Login