The Ultimate Managed Hosting Platform
ADVERTISEMENT

ପୌର ନିର୍ବାଚନ; କଟକ ମେୟର ପ୍ରାର୍ଥୀ ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ଗିରିବାଳା ବେହେରା

Facebook
Twitter
LinkedIn

ଭୁବନେଶ୍ୱର: ଆସନ୍ତା ପୌର ନିର୍ବାଚନକୁ ନେଇ ଚଳଚଞ୍ଚଳ ହେଲାଣି ରାଜନୀତି । ନିସ୍ପତ୍ତି ଅନୁଯାୟୀ ମାର୍ଚ୍ଚ ୨୪ ରେ ହେବ ପୌର ନିର୍ବାଚନ । ଏନେଇ କାରିଖ ଘୋଷଣା ହେବା ପରେ ସମସ୍ତ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିସାରିଲେଣି । ତେବେ କଟକ ମହାନଗର ନିଗମ ପକ୍ଷରୁ କଂଗ୍ରେସ ଦଳରୁ ଗିରିବାଳା ବେହେରା ମେୟର ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ । ଏହି ପୌର ନିର୍ବାଚନ ନେଇ କଂଗ୍ରେସ ଭବନରେ ବସିଥିବା ଗୁରୁତ୍ୱପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି । ଏହା ସହ କଟକ ମହାନଗର ସମସ୍ତ କର୍ପୋରେଟର ପ୍ରାର୍ଥୀ ମଧ୍ୟ ଚୁଡାନ୍ତ ହୋଇଛି । ତେବେ ଆସନ୍ତା ଦୁଇ ଦିନ ମଧ୍ୟରେ ଭୁବନେଶ୍ୱର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ହେବ ବୋଲି କହିଛି କଂଗ୍ରେସ । ଆଜି କଂଗ୍ରେସ ଭବନରେ ନରସିଂହ ମିଶ୍ରଙ୍କ ଅଧ୍ୟକ୍ଷତାରେ ବସିଥିଲା ବୈଠକ । ଏହି ବୈଠକରେ ପିସିସି କାର‌୍ୟ୍ୟକାରୀ ସଭାପତି ଚିରଞ୍ଜୀଳ ବିଶ୍ୱାଳ, ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ରମେଶ ଜେନା ଉପସ୍ଥିତ ଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ନୈାସେନାର ଏଫ-୩୫ ଫାଇଟର ଜେଟ ଦୁର୍ଘଟଣାଗ୍ରସ୍ତ

ଆମେରିକା : ଆମେରିକାରେ ନୌସେନାର ଏଫ-୩୫ ଫାଇଟର ଜେଟ୍ ଦୁର୍ଘଟଣାଗ୍ରସ୍ତ । କେନ୍ଦ୍ରୀୟ କାଲିଫର୍ଣ୍ଣିଆର ନାଭାଲ ଏୟାର ଷ୍ଟେସନ ଲିମୋର ନିକଟରେ ଏହି ଦୁର୍ଘଟଣା ହୋଇଛି ।...

ADVERTISEMENT
ଆସିଲା “ସୁଭଦ୍ରା” ଦ୍ୱିତୀୟ କିସ୍ତି ଟଙ୍କା

ଜୟପୁରରୁ ସୁଭଦ୍ରା ୩ୟ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ୯ ତାରିଖରେ ଜୟପୁରରୁ ସୁଭଦ୍ରା ତୃତୀୟ କିସ୍ତି ଅର୍ଥ ବାଣ୍ଟିବେ ମୁଖ୍ୟମନ୍ତ୍ରୀ । କୋଟିଏରୁ ଉଦ୍ଧ୍ୱର୍ ହିତାଧିକାରୀଙ୍କୁ ଏକକାଳୀନ ଯିବ ସୁଭଦ୍ରା ଅର୍ଥ ।...

Login