ଭୁବନେଶ୍ୱର : ରାଜ୍ୟରେ ଡ୍ରପ ଆଉଟ ସଂଖ୍ୟା କମିଥିବା ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା । ଡ୍ରପ ଆଉଟ କମିଥିବା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସୂଚନା । ୨୦୨୦-୨୧ରେ ୨୧ ଲକ୍ଷ ୯ହଜାର ୭୯୬ ଛାତ୍ରଛାତ୍ରୀ ଥିବା ବେଳେ, ୨୦୨୩ -୨୦୨୪ ରେ ୨୧ ଲକ୍ଷ ୧୦ ହଜାର ୪୯୩ ଛାତ୍ର ଛାତ୍ରୀ ରହିଥିଲେ । ପୂର୍ବାପେକ୍ଷା ଛାତ୍ର ଛାତ୍ରୀଙ୍କ ସଂଖ୍ୟା ବଢ଼ିଛି ଜ୍ଝ ଡ୍ରପ ଆଉଟ କମାଇବାକୁ ବିଭାଗ ପକ୍ଷରୁ ପଦକ୍ଷେପ ନିଆଯାଉଛି ।
Views: 19