ଭୁବନେଶ୍ୱର : ଆସନ୍ତାକାଲିଠୁ ଭୁବନେଶ୍ୱରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । କାଲିଠୁ ଆରମ୍ଭ ହାେଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ । ଏହି ମେଳା ରେ ମିଶନ ଶକ୍ତି ମାଆ ମାନେ ଯୋଗ ଦେବେ , ବର୍ତ୍ତମାନ ସୁଦ୍ଧା ଏହି ମେଳାର ନାମ ସୁଭଦ୍ରା ଶକ୍ତି ମେଳା ରଖାଯାଇଛି ଏହି ମେଳାରେ ମିଶନ ଶକ୍ତିର ନାମ ପରିବର୍ତ୍ତନ କରାଯାଇନି , ଆସନ୍ତାକାଲି ଠୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା ୨୦୨୫ । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସ୍ଵୟଂ ସହାୟିକା ମହିଳା ଗୋଷ୍ଠୀ ଏବଂ ଉତ୍ପାଦକ ଗୋଷ୍ଠୀ ମାନଙ୍କ ଦ୍ଵାରା ପ୍ରଦତ୍ତ ସାମଗ୍ରୀର ପ୍ରଦର୍ଶନୀ ଓ ବିକ୍ର ହେବ । ମାର୍ଚ୍ଚ ୨ ଯାଏଁ ନଅ ଦିନ ଧରି ଚାଲିବ ଏହି ପ୍ରଦର୍ଶନୀ। ହସ୍ତଶିଳ୍ପ, ଟେରାକୋଟା, ବାଉଁଶ ଶିଳ୍ପ, ହସ୍ତତନ୍ତ ଏବଂ ଘରୋଇ ଆବଶ୍ୟକୀୟ ସାମଗ୍ରୀ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ସାମଗ୍ରୀ ବିକ୍ରୀ ହେବ । ମିଲେଟ୍ ଭିତ୍ତିକ ଖାଦ୍ୟ ସହ ମହିଳାଙ୍କ ହାତ ତିଆରି ଖାଦ୍ୟ ପଦାର୍ଥ ଖାଇବାକୁ ମିଳିବ । ଏହା ସହ ରାଜ୍ୟବ୍ୟାପୀ ଅଂଶଗ୍ରହଣ ଓ ସମସ୍ତଙ୍କ ନିକଟରେ ପହଞ୍ଚିବା ପାଇଁ ଆଞ୍ଚଳିକ ମେଳା ଆୟୋଜନ ହେବ ।
Subhadra shakti mela : ଆସନ୍ତାକାଲିଠୁ ଆରମ୍ଭ ହେବ “ସୁଭଦ୍ରା ଶକ୍ତି ମେଳା”
Facebook
Twitter
LinkedIn
Facebook
Twitter
LinkedIn
Recent News
Parhaat Sweepstakes Casinon bonukset ilman talletusta oikean rahan palkintoihin elokuussa 2026
Kun olet valinnut talletusvapaan kasinobonuksen ja lunastanut sen (varmista), Pottila alue että täytät kierrätysvaatimukset annetun aikarajan sisällä. Etsitpä sitten uutta...
The official website for Indian players is RajBet Online Casino.
No additional promo code is mandatory for base participation; the bonus relates to the initial deposit and fulfills standard wagering...
Top 10 USA Online Casinos for Real Money support and incident response before launch Gambling in 2026
This blackjack game offers the best odds of any in the US. If the dealer busted with a 22, remaining...
Top Online Casinos for Real Money in 2026
New players in the online gambling world are advised to use cryptocurrency when engaging with top mobile casinos. By depositing...







