The Ultimate Managed Hosting Platform
ADVERTISEMENT

କିଟ୍ ପ୍ରତିଷ୍ଠାତାଙ୍କ ନେପାଳ ଛାତ୍ରଛାତ୍ରୀଙ୍କୁ ଅପିଲ୍, ବିଶ୍ୱ ବିଦ୍ୟାଳୟକୁ ଫେରିଆସି କ୍ଲାସରେ ଯୋଗ ଦେବାକୁ ନିବେଦନ

Facebook
Twitter
LinkedIn

ଭୁବନେଶ୍ୱର : କିଟ ବିଶ୍ବବିଦ୍ୟାଳୟରେ ଶାନ୍ତିଶୃଙ୍ଖଳାର ସହ ପାଠପଢା ଚାଲିଛି । ନେପାଳର ଛାତ୍ରଛାତ୍ରୀଙ୍କୁ ବିଶ୍ବବିଦ୍ୟାଳୟକୁ ଫେରି କ୍ଲାସରେ ଯୋଗ ଦେବାକୁ ଅପିଲ କରିଛନ୍ତି କିଟ ଓ କିସ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ । ସେ ଅତ୍ୟନ୍ତ ଦୁଃଖିତ ଅନୁଭବ କରି କହିଛନ୍ତି ଯେ କିଟ ବିଶ୍ୱବିଦ୍ୟାଳୟରେ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କ ପିତାମାତାଙ୍କୁ କ୍ଷମା ପ୍ରାର୍ଥନା ସହ ସମସ୍ତ ନେପାଳୀ ଛାତ୍ରଛାତ୍ରୀଙ୍କୁ ଫେରିଆସିବାକୁ ନିବେଦନ କରିଛନ୍ତି । ମୁଁ ପ୍ରତିଶୃତି ଦେଉଛି ଯେ ଶ୍ରେଣୀରେ କିମ୍ବା କ୍ୟାମ୍ପସରେ ତାଙ୍କ ଉପରେ କୌଣସି ବିପଦ ନାହିଁ । ଏଥିସହିତ ମୁଁ ନେପାଳର ସମସ୍ତ କିଟିଆନଙ୍କ ଅଭିଭାବକଙ୍କୁ ଅପ୍ରତ୍ୟାଶିତ ଘଟଣା ପାଇଁ କ୍ଷମା ଯାଚନା କରୁଛି ବୋଲି ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଭିଡିଓ ବାର୍ତ୍ତା ଜାରି କରି କହିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ମେ’ ୧୦ ରେ ଝାରସୁଗୁଡା ଉପନିର୍ବାଚନ

ନୂଆପଡା ଉପନିର୍ବାଚନ ବିଜ୍ଞପ୍ତି ; ଉପନିର୍ବାଚନରେ ବ୍ୟବହାର ହେବ ହେଲିକପ୍ଟର

ନୂଆପଡା : ନୂଆପଡା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଆଜିଠୁ ନାମାଙ୍କର , ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ । ୨୨...

ADVERTISEMENT

Login