The Ultimate Managed Hosting Platform
ADVERTISEMENT

ଭୁଶୁଡିଲା ନିର୍ମାଣଧୀନ ଟନେଲ. ୩୦ ଜଣ ଫସିଥିବା ଆଶଙ୍କା

Facebook
Twitter
LinkedIn

ନୂଆଦିଲ୍ଲୀ : ଭୁଶୁଡିଲା ନିର୍ମାଣଧୀନ ଟନେଲ । ତେଲଙ୍ଗାନାରେ ନଗରକର୍ଣ୍ଣଲ ଜିଲ୍ଲାର ଶ୍ରୀଶୈଳମ ଡ୍ୟାମର ପଛ ଭାଗରେ ଏକ ନିର୍ମାଣାଧୀନ ଟନେଲ ଭୁଶୁଡ଼ି ପଡିଛି । ଶ୍ରୀଶୈଳମ ଲେଫଟ ବ୍ୟାଙ୍କ କେନାଲ କାମ ଚାଲିଥିବା ବେଳେ ଅଘଟଣ ଘଟିଛି । ଏଥିରେ ଅନେକ ଶ୍ରମିକ ଫସିଥିବା ଆଶଙ୍କା କରାଯାଉଛି । ଅତିକମରେ ୩୦ ଜଣ ଶ୍ରମିକ ଫସିଥିବା ଆଶଙ୍କା କରାଯାଉଛି । ଫସି ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ କଂପାନୀ ପକ୍ଷରୁ ଉଦ୍ଧାରକାରୀ ଦଳକୁ ନିୟୋଜିତ କରାଯାଇଛି । ଏଥିରେ ଅନେକ ଶ୍ରମିକ ଆହତ ହୋଇଥିବା ଜଣାପଡ଼ିଥିବା ବେଳେ ପ୍ରକୃତ ସଂଖ୍ୟା ସ୍ପଷ୍ଟ ହୋଇନାହିଁ । ଯେଉଁମାନେ ଘଟଣାରେ ଆହତ ହୋଇଛନ୍ତି, ସେମାନଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login