The Ultimate Managed Hosting Platform
ADVERTISEMENT

ଚିରାସିଟରେ ବସି ଯାତ୍ରା କଲେ କେନ୍ଦ୍ର କୃଷି ମନ୍ତ୍ରୀ, କ୍ଷମା ମାଗିଲା ଏୟାରଲାଇନ୍ସ

Facebook
Twitter
LinkedIn

ନୂଆଦିଲ୍ଲୀ : କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନଙ୍କୁ ଚିରା ସିଟରେ ବସି କଲେ ବିମାନ ଯାତ୍ରା । ଏୟାର ଇଣ୍ଡିଆ ବିମାନର ଚିରା ସିଟରେ ବସି କେନ୍ଦ୍ର ମନ୍ତ୍ରୀ ଯାତ୍ରା କରିଥିବା ନେଇ ଏକ୍ସରେ ପୋଷ୍ଟ କରିଛନ୍ତି । ଶିବରାଜ ନିରାଶ ହୋଇ ଏୟାର ଇଣ୍ଡିଆ ବିମାନରେ ବସିବା ବହୁତ ଯନ୍ତ୍ରଣାଦାୟକ ଥିଲା ବୋଲି କହିଛନ୍ତି । ଏହାପରେ କମ୍ପାନୀ ଏନେଇ କ୍ଷମା ପ୍ରାର୍ଥନା କରିବା ସହିତ ଆଗାମୀ ଦିନରେ ଯେପରି ଭାବରେ କୌଣସି ଯାତ୍ରୀଙ୍କୁ କଷ୍ଟ ନହେବ ସେଥିପ୍ରତି ଧ୍ୟାନ ଦିଆଯିବ ବୋଲି କହିଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login