The Ultimate Managed Hosting Platform
ADVERTISEMENT

ଟ୍ୱିନ ସିଟି ଜଗିବ ଏଆଇ

Facebook
Twitter
LinkedIn

ଭୁବନେଶ୍ୱର : ଟ୍ୱିନ ସିଟି କଟକ ଓ ଭୁବନେଶ୍ୱରରେ ଲାଗିବ ଏଆଇ କ୍ୟାମେରା । ସୂଚନା ଦେଲେ ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ । ଟ୍ରାଫିକ ଖିଲାପକାରୀ ସହ ଅପରାଧୀଙ୍କୁ ଧରିବ ଉ୍ଚ୍ଚମାନର ଏଆଇ କ୍ୟାମେରା । ଟେକ୍ନୋଲୋଜି ଜରିଆରେ ଅପରାଧ ରୋକିବାକୁ ପୋଲିସର ଗୁରୁତ୍ୱ । ଲୋକଙ୍କ ସୁରକ୍ଷା ପାଇଁ ପାଟ୍ରୋଲିଂ ବ୍ୟାପକ କରିବ ପୋଲିସ । ବାୟୋମେଟ୍ରିକ ଏସେସ କଣ୍ଟ୍ରୋଲ ଜରିଆରେ ଅପରାଧୀ ଓ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯିବ। ଏବେ ଟୁଇନସିଟିରେ ୧ ହଜାର କ୍ୟାମେରା ଲାଗିଥିଲେ ମଧ୍ୟ ଅଧିକାଂଶ ଖରାପ ହୋଇଥିବା ଦେଖାଯାଇଛି । ତେଣୁ ଟେକ୍ନୋଲୋଜି ଜରିଆରେ ଅପରାଧ କମାଇବା ସହ ଅପରାଧୀଙ୍କୁ ଧରିବା ଉପରେ ଗୁରୁତ୍ୱ ଦେଇଛନ୍ତି ପୋଲିସ କମିଶନର। ଏହାଛଡ଼ା ଲୋକଙ୍କୁ ସୁରକ୍ଷିତ ରଖିବା ପାଇଁ ପାଟ୍ରୋଲିଂକୁ ଵ୍ୟାପକ କରିବା ସହ ଆପାର୍ଟମେଣ୍ଟରେ ବ୍ୟାପକ ସିସିଟିଭି, ସିକ୍ୟୁରୀଟି ଗାର୍ଡ ମୁତୟନ ନିଶ୍ଚିତ କରିବାକୁ ପଦକ୍ଷେପ ନିଆଯାଉଛି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

ମମତା ଜଷ୍ଟିଫାଏ ବନ୍ଦ କରି ଜଷ୍ଟିସ ଦିଅନ୍ତୁ ; ବାଂଶୁରୀ

କୋଲକତା : ପଶ୍ଚିମବଙ୍ଗରେ ଓଡିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ମମତା ବାନାର୍ଜୀଙ୍କୁ ଦିଲ୍ଲୀ ବିଜେପି ସାଂସଦ ବାଂଶୁରୀ ସ୍ୱରାଜଙ୍କ ଟାର୍ଗେଟ । ଝିଅମାନେ ରାତିରେ...

Login