ଭୁବନେଶ୍ୱର :ପର୍ଯ୍ୟଟନ ବିକାଶକୁ ନେଇ ପୂର୍ବ ସରକାରଙ୍କୁ ଉପ ମୁଖ୍ୟମନ୍ତ୍ରୀଙ୍କ ଟାର୍ଗେଟ । ନାଁ ନ ନେଇ ଭିକେ ପାଣ୍ଡିଆନଙ୍କୁ ଟାର୍ଗେଟ କଲେ ପ୍ରଭାତୀ ପରିଡା । ବ୍ୟକ୍ତିକୈନ୍ଦ୍ରିକ ଭାବେ ପର୍ଯ୍ୟଟନ ଟଙ୍କା ଖର୍ଚ୍ଚ କରାଯାଉଥିଲା । ଜଣଙ୍କ ପ୍ରଚାର ପ୍ରସାର ପାଇଁ ପର୍ଯ୍ୟଟନର ସମସ୍ତ ଟଙ୍କା ବଣ୍ଟା ଯାଉଥିଲା । ଶାଗମାଛ ଦରରେ ପର୍ଯ୍ୟଟନ ସ୍ଥଳୀକୁ ଦଳୀୟ କର୍ମୀଙ୍କୁ ଦେଇଛନ୍ତି । କାହାକୁ ୪୦ ବର୍ଷ ତ କାହାକୁ ୮୦ ବର୍ଷ ଦେଇଦେଇଥିଲେ । ବିଜେପି ନିର୍ଦ୍ଦିଷ୍ଟ ବ୍ୟକ୍ତିର ପ୍ରଚାର ପ୍ରସାର କରିବ ନାହିଁ । ପର୍ଯ୍ୟଟନ ପାଇଁ ୮ ହଜାର ୧୫୩ କୋଟି ନିବେଶ କ୍ଲିୟରାନ୍ସ ସ୍ପିଡରେ ହେଉଛି ।
Views: 52











