The Ultimate Managed Hosting Platform
ADVERTISEMENT

ଆଜି ହାଜର ହେବେନି ଦୀପାଳି ଓ ବିଶାଲ

Facebook
Twitter
LinkedIn

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେ ନାହିଁ ଦୀପାଳି ଦାସ ଓ ବିଶାଲ ଦାସ । ପରିବାରର କିଛି ଜରୁରୀ କାର୍ୟ୍ୟ ଥିବାରୁ ଆଜି ହାଜର ହେବେ ନାହିଁ । କେବେ ହାଜର ହେବେ ସେ ନେଇ ଜଣାଇବେ ବୋଲି ବିଶାଲ ସୂଚନା ଦେଇଛନ୍ତି । ଦୀପାଳି ଦାସ ମଧ୍ୟ ମହଲତ ଲୋଡ଼ିଛନ୍ତି । ବ୍ୟକ୍ତିଗତ କାରଣରୁ ଆଜି ଆସି ପାରିବେ ନାହିଁ ବୋଲି କ୍ରାଇମବ୍ରାଞ୍ଚକୁ ଜଣାଇଛନ୍ତି ଦୀପାଳି ଦାସ । କ୍ରାଇମବ୍ରାଞ୍ଚ ସୂତ୍ରରୁ ଜଣାପଡ଼ିଛି । ନବ ଦାସ ହତ୍ୟା ମାମଲାରେ ଫାଇନାଲ ରିପୋର୍ଟ ପୂର୍ବରୁ କ୍ରାଇମବ୍ରାଞ୍ଚରେ ହାଜର ହୋଇ ପକ୍ଷ ରଖିବାକୁ ଦୀପାଳି ଓ ବିଶାଲ ଦାସଙ୍କୁ କୁହାଯାଇଥିଲା ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ ଅଘଟଣ ; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି ; ଆଇନମନ୍ତ୍ରୀ

ପୁରୀ : ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଛି କହିଲେ ଆଇନମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଖୁବଶୀଘ୍ର ପଦକ୍ଷେପ ନେବେ । ଆକ୍ସନ ଓ ତଦନ୍ତ ନେଇ...

ADVERTISEMENT
ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ ; ୧୩ ପାକ ଯବାନଙ୍କର ଚାଲିଗଲା ଜୀବନ

ନୂଆଦିଲ୍ଲୀ : ପାକିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ୧୩ ଯବାନଙ୍କର ଚାଲିଗଲା ଜୀବନ । ଖାଇବର ପଖଟୁଙ୍ଖବ୍ୱା ଉତ୍ତର ବ୍ୱାଜିରିସ୍ତାନରେ ଆତ୍ମଘାତୀ ବିସ୍ଫୋରଣ । ଆଉ ୧୦...

Login