The Ultimate Managed Hosting Platform
ADVERTISEMENT

ଆଡ୍ରିଏନ ବ୍ରୋଡି ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ଫିଲ୍ମ ଅନୋରା

Facebook
Twitter
LinkedIn

ଓସ୍କାର ୨୦୨୫ : ଫିଲ୍ମ ଦୁନିଆର ସବୁଠାରୁ ବଡ ଆଓ୍ବାର୍ଡ ଶୋ’ ଓସ୍କାର ଘୋଷଣା ହୋଇଛି । ଚଳିତବର୍ଷ ଏହି ଏକାଡେମୀ ପୁରସ୍କାର ଲସ୍ ଆଞ୍ଜେଲସରେ ଅନୁଷ୍ଠିତ ହୋଇଯାଇଛି । ଆଡ୍ରିଏନ୍ ବ୍ରୋଡି ଶ୍ରେଷ୍ଠ ଅଭିନେତା ପୁରସ୍କାର ଜିତିଛନ୍ତି । ଫିଲ୍ମ ‘ଦ ବ୍ରୁଟଲିଷ୍ଟ’ରେ ତାଙ୍କର ଦମଦାର୍ ଅଭିନୟ ପାଇଁ ଓସ୍କାର ପ୍ରଦାନ କରାଯାଇଛି। ମିକେଲା ମ୍ୟାଡିସନ୍ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ଜିତିଛନ୍ତି ।
ଏକାଡେମୀ ଅଫ୍ ମୋସନ ପିକଚର୍ସ ଆର୍ଟସ ଆଣ୍ଡ ସାଇନ୍ସେସ ଶ୍ରେଷ୍ଠ ଆନିମେଟେଡ ଫିଚର ଫିଲ୍ମ, ଶ୍ରେଷ୍ଠ ଅଭିନେତା, ଶ୍ରେଷ୍ଠ ଅଭିନେତ୍ରୀ ସମେତ ଅନେକ ବିଭାଗରେ ପୁରସ୍କାର ପ୍ରଦାନ କରାଯାଇଥିଲା । ହଲିଉଡ ଅଭିନେତା କିରନ କଲକିନ ଶ୍ରେଷ୍ଠ ସହାୟକ ଅଭିନେତା ସହ ‘ଅନୋରା’ ଏକାଡେମୀ ପୁରସ୍କାର ଜିତିଛନ୍ତି ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT
ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ ରଥଯାତ୍ରାରେ ଅଘଟଣ , ଡିଜେ ବାଜିବାରୁ ବେକାବୁ ହେଲା ଗଜରାଜ

ଅହମଦାବାଦ : ଅହମଦାବାଦ ରଥଯାତ୍ରାରେ ଘଟିଲା ଅଘଟଣ । ଡିଜେ ବାଜିବାରୁ ବେକାବୁ ହେଲା ହାତୀ । ଡିଜେର ପ୍ରଚଣ୍ଡ ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏପଟ ସେପଟ...

Login