The Ultimate Managed Hosting Platform
ADVERTISEMENT

ଦ୍ୱିତୀୟ ବିବାହ କଲେ ମନ୍ମଥ ରାଉତରାୟ, ରୋଜାଲିନ ପଟ୍ଟନାୟକଙ୍କୁ କଲେ ଜୀବନ ସାଥି

Facebook
Twitter
LinkedIn

ଭୁବନେଶ୍ୱର : ବାହା ହେଲେ ମନ୍ମଥ ରାଉତରାୟ । ଦ୍ବିତୀୟ ବିବାହ କରିଛନ୍ତି ବରିଷ୍ଟ କଂଗ୍ରେସ ନେତା ତଥା ସୁରେଶ ରାଉତରାୟଙ୍କ ସାନ ପୁଅ । ପ୍ରଥମ ବିବାହ ବିଚ୍ଛେଦ ପରେ ସେ ପଟିଆ ଅଞ୍ଚଳର ଜଣେ ଯୁବତୀଙ୍କୁ ଜୀବନସାଥୀ ବାଛିଛନ୍ତି । ମନ୍ମଥଙ୍କ ପତ୍ନୀଙ୍କ ନାଁ ହେଉଛି ରୋଜାଲିନ୍ ପଟ୍ଟନାୟକ । ସେ ମୁମ୍ବାଇରେ କାର୍ୟ୍ୟରତ ଅଛନ୍ତି । ରୋଚକ କଥା ହେଉଛି, ରୋଜାଲିନ୍ ହେଉଛନ୍ତି ମନ୍ମଥଙ୍କ ପ୍ରଥମ ପତ୍ନୀ ସୁଚିସ୍ମିତା ମହାପାତ୍ରଙ୍କ ବାନ୍ଧବୀ ।ସୋମବାର ସନ୍ଧ୍ୟାରେ ରିସର୍ଟର ଅଳ୍ପ ଦୂରରୁ ବର ବେଶରେ ବାହାରିଥିଲେ ମନ୍ମଥ । ସାଙ୍ଗରେ ଅଳ୍ପ କିଛି ବରଯାତ୍ରୀ ଥିଲେ । ମନ୍ମଥଙ୍କ ସମ୍ପର୍କୀୟ ତଥା ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ବରଯାତ୍ରୀ ଭାବେ ଯାଇଥିଲେ । ବିଳମ୍ବିତ ରାତିରେ ଚନ୍ଦକା ରିସର୍ଟରେ ବୈଦିକ ରୀତିନୀତିରେ ତାଙ୍କର ବାହାଘର ସମ୍ପନ୍ନ ହୋଇଥିବା ସୂଚନା ମିଳିଛି । ରିସର୍ଟ ଭିତରେ ଫଟୋ ଉଠା ଉପରେ କଟକଣା ଲାଗିଥିଲା । ତାଙ୍କ ବାହାଘରରେ ଅଳ୍ପ କିଛି ହାତଗଣତି ସମ୍ପର୍କୀୟ ଓ ବନ୍ଧୁବାନ୍ଧବ ସାମିଲ୍ ହୋଇଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ଏସସିବିରେ ମହିଳା ରୋଗୀଙ୍କୁ ଡାକ୍ତରଙ୍କ ଅସଦାଚରଣ ଅଭିଯୋଗ

ଏସସିବିରୁ ସୁସ୍ଥ ହୋଇ ଘରକୁ ଫେରିଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ

କଟକ : ଡିସଚାର୍ଜ ହେଲେ ଏଫଏମ କଲେଜ ଛାତ୍ର ଜ୍ୟୋତି ପ୍ରକାଶ । ଜୁଲାଇ ୧୨ ତାରିଖରେ ଏଫ୍ଏମ୍ କଲେଜରେ ଛାତ୍ରୀ ଆତ୍ମହୂତି ଦେବା ବେଳେ ଉଦ୍ଧାର...

ଜାନୁଆରୀରୁ ବିକ୍ରି ହୋଇ ପାରିବ ପାର୍ଟ ପ୍ଲଟ ; ସୁରେଶ ପୂଜାରୀ

ବନ୍ୟା : ରିପୋର୍ଟ ଆସିବାର ୨୪ ଘଣ୍ଟା ମଧ୍ୟରେ ମିଳିବ ସହାୟତା

ଭୁବନେଶ୍ୱର : କ୍ଷୟକ୍ଷତି ରିପୋର୍ଟ ଆସିବାର ୨୪ ଘଣ୍ଟାରେ ମିଳିବ ବନ୍ୟା ସହାୟତା । ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ପ୍ରତିକ୍ରିୟା ।...

ADVERTISEMENT
ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ବରପଦା ଇଞ୍ଜିନିୟରିଂ କଲେଜ ଅଧ୍ୟକ୍ଷଙ୍କୁ ମାଡ , ସସପେଣ୍ଡ କରିଥିବାରୁ ଆକ୍ରମଣ ଅଭିଯୋଗ

ଭଦ୍ରକ : ବରପଦା ଇଞ୍ଜିନିୟରିଂ କଲେଜର ଡିପ୍ଲୋମା ଅଧ୍ୟକ୍ଷଙ୍କୁ ଆକ୍ରମଣ । ନିଲମ୍ବିତ କର୍ମଚାରୀ ଓ ସହଯୋଗୀଙ୍କ ସଂଘବଦ୍ଧ ଭାବେ ଆକ୍ରମଣ ଅଭିଯୋଗ । ଅଧ୍ୟକ୍ଷ ଗଙ୍ଗାଧର...