The Ultimate Managed Hosting Platform
ADVERTISEMENT

ଜେଲ ଫେରନ୍ତାଙ୍କୁ ମାରି ଫିଙ୍ଗିଦେଲେ !

Facebook
Twitter
LinkedIn

ଖଲ୍ଲିକୋଟ : ଜେଲ ଫେରନ୍ତାଙ୍କୁ ମାରି ତାଙ୍କ ଜୀବନ ନେଇଗଲେ । ହରିପୁର ଗାଁ ରାସ୍ତାରେ ରକ୍ତାକ୍ତ ଅବସ୍ଥାରେ ପଡିଛି ମୃତଦେହ । ମୃତକ ୩ ମାସ ତଳେ ଜେଲରୁ ଫେରିଥିଲେ । ପୂର୍ବ ଶତ୍ରୁରାରୁ ମାରିଥିବା ଅଭିଯୋଗ ହୋଇଛି । ପୂର୍ବ ଶତ୍ରୁତାରୁ ଜେଲ ଫେରନ୍ତା ରବି ଦାସଙ୍କୁ ହାଣି ରାସ୍ତାରେ ଫିଙ୍ଗି ଦେଇଥିବା ସୂଚନା ମିଳିଛି । ହତ୍ୟା ପରେ ବୋମା ଫୁଟାଇ ଫେରାର ହୋଇଗଲେ ହତ୍ୟା କରିବାକୁ ଆସିଥିବା ୪ ଜଣ ଦୁର୍ବୃତ୍ତ । ଘଟଣାସ୍ଥଳରେ ଖଲ୍ଲିକୋଟ ଥାନା ପୋଲିସର ତଦନ୍ତ ଜାରି ରହିଛି । ରବିଙ୍କ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ରହିଥିଲା । ସୂଚନା ଅନୁସାରେ ଗାଁର କିଛି ଯୁବକଙ୍କ ସଂଘବଦ୍ଧ ଆକ୍ରମଣରେ ରବି ଦାସଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ମୃତକ ୩ ମାସ ତଳେ ଜେଲରୁ ଫେରିଥିଲେ ।

ADVERTISEMENT
Facebook
Twitter
LinkedIn

Related Posts

ADVERTISEMENT

Recent News

ADVERTISEMENT

Login